lady consteble died

ପୋଲିସ ବାରାକରୁ ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲେଶ୍ବର,୮।୪: ବାଲେଶ୍ବର ଜିଲାରେ ଥିବା ରିଜର୍ଭ ପୋଲିସ ବାରାକରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ଯଶୋଦା ଦାସ। ରିପୋର୍ଟ ଅନୁଯାୟୀ,…

10 months ago