ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଲହରୀ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ନୂଆଦିଲ୍ଲୀ,୧୮।୭: ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶନିବାର ଘୋଷଣା କରାଯାଇଛି। ରାଜ କୁମାର ରାଓ ଅଭିନୀତ ଶ୍ରୀକାନ୍ତ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଛି। ମାମୁଟ୍ଟି ଏବଂ କାର୍ତ୍ତିକ ଆର୍ଯ୍ୟନ ଶ୍ରେଷ୍ଠ ଅଭିନେତା ଭାବେ ମନୋନୀତ ହୋଇଛନ୍ତି। ଆର୍ଟିକିଲ-୩୭୦ ପାଇଁ…