ଧାନ ମଣ୍ଡିରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି, ସିସି କ୍ୟାମେରା… ଗଜପତି,୨୭।୧(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଅଗରଖଣ୍ଡି ଠାରେ ଥିବା ଅସ୍ଥାୟୀ ଧାନ ମଣ୍ଡିରୁ ଲକ୍ଷାଧିକ ଟଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି । ପ୍ରାଥମିକ କୃଷି ସମବାୟ ସମିତିର ସମ୍ପାଦକ ଡି.ଖଗେଶ୍ବର ରାଓ ଆଜି ଏନେଇ ଗୁରାଣ୍ଡି…