ହଠାତ ଲାଲକୃଷ୍ଣ ଆଡଭାନୀଙ୍କ ଘରେ କାହିଁକି ପହଞ୍ଚିଲେ ମୋଦି? ଜାଣନ୍ତୁ… ନୂଆଦିଲ୍ଲୀ,୮।୧୧: ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ନେତା ଏବଂ ଭାରତ ରତ୍ନ ଲାଲକୃଷ୍ଣ ଆଡଭାନୀ ଶନିବାର ତାଙ୍କର ୯୮ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ବିଶେଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଡଭାନୀଙ୍କ ଦିଲ୍ଲୀ ବାସଭବନକୁ ଯାଇ ତାଙ୍କୁ...