ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଳକ୍ ଅନ୍ତର୍ଗତ ଜୁଙ୍ଗା ପଞ୍ଚାୟତ ଅଧୀନ...