ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର ପ୍ରାଚୀରରୁ ତାଙ୍କ ଭାଷଣ ଶେଷ କରିବା ପରେ, ପ୍ରଧାନମନ୍ତ୍ରୀ ପିଲାମାନଙ୍କୁ ଭେଟିବା ପାଇଁ…