ବିହାରରେ ସୁରକ୍ଷାକୁ ନେଇ ରାଜନୈତିକ ବିବାଦ: ଲାଲୁ-ରାବ୍ରିଙ୍କ ପାଇଁ Z+ ସୁରକ୍ଷା ପ୍ରତ୍ୟାହାର କରିବା ପରେ ଏମିତି କଲେ ତେଜସ୍ବୀ ପାଟନା,୬।୬: ବିହାର ରାଜନୀତିରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ବିବାଦ ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏବଂ ରାବ୍ରୀ ଦେବୀଙ୍କ ‘Z+’ ବର୍ଗର ସୁରକ୍ଷା କଭର ପ୍ରତ୍ୟାହାର ପରେ,…