ନୂଆପଡ଼ା ରାଜନୀତିରେ ନୂଆମୋଡ଼: ଭାଜପାରେ ସାମିଲ ହେଲେ ବିଜେଡି ନେତା ଲମ୍ବୋଦର ନିଆଲ ନୂଆପଡ଼ା,୧୬ା୧୦(ମକାରୁ ବେମାଲ): ନୂଆପଡ଼ା ରାଜନୀତିରେ ନୂଆମୋଡ଼ ଆସିଛି। କଳାହାଣ୍ଡି ଲୋକ ସଭା ଆସନରୁ ବିଜେଡି ଟିକେଟ୍ରେ ନିର୍ବାଚନ ଲଢ଼ିଥିବା ଲମ୍ବୋଦର ନିଆଲ ଶେଷରେ ଭାଜପାରେ ସାମିଲ ହୋଇଛନ୍ତି। ଫଳରେ ବିଜେଡିକୁ ପୁଣି ଏକ ଶକ୍ତ ଝଟ୍କା ଲାଗିଛି ବୋଲି ରାଜନୈତିକ...