ଲମତାପୁଟ ବସଷ୍ଟାଣ୍ଡ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ସିସିଟିଭି ସହ ରହିଛି…. କୋରାପୁଟ,୧୨ା୧(ଅମିତାଭ ବେହେରା): କୋରାପୁଟ ଜିଲା ଲମତାପୁଟ ଠାରେ ଅଟଳ ବସ୍ ଷ୍ଟାଣ୍ଡକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଭାସୀ ମାଧ୍ୟମରେ ଶୁଭାରମ୍ଭ କରିଥିବା ବେଳେ କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ…