Tag Archives: land

୭୭୦ ହିତାଧିକାରୀଙ୍କୁ ପଟ୍ଟା ବାଣ୍ଟିଲେ ଦୁଇ ବିଧାୟକ

ପୁରୁଷୋତ୍ତମପୁର,୬ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟ ପକ୍ଷରୁ ପଟ୍ଟା ବଣ୍ଟନ ମେଳା ତହସିଲଦାର ବିନୋଦ କୁମାର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବରେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଓ ଖଲ୍ଲିକୋଟ ବିଧାୟକ...

ଚିଙ୍ଗୁଡ଼ି ଘେରି ପାଇଁ ପ୍ରଭାବିତ ହେଉଛି ଜଳ, ସ୍ଥଳ

କେନ୍ଦ୍ରାପଡ଼ା,୪ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ବେଆଇନ ଚିଙ୍ଗୁଡ଼ି ଘେରି ଏକ ବଡ଼ ସମସ୍ୟା ଭାବେ ଉଭାହୋଇଛି। ୨୦ ହଜାରରୁ ଊର୍ଦ୍ଧ୍ୱ ଏକର ଅଞ୍ଚଳରେ ହେଉଥିବା ଚାଷ ପାଇଁ ଜଳ ଓ ସ୍ଥଳଭାଗ ପ୍ରଭାବିତ ହେଉଛି। ଜାତୀୟ ଉଦ୍ୟାନ ଭିତରକନିକା...

ଭୂମି ନାହିଁ କି ଘର ନାହିଁ, ପର ବାଡ଼ିରେ ବିତୁଛି ଜୀବନ

ଧର୍ମଶାଳା,୨୯ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ବଡ଼କାଏମା ପଞ୍ଚାଯତର ଶେରପୁର ଗ୍ରାମରେ ଦୁର୍ଦ୍ଦିନ ଭିତରେ ବସବାସ କରୁଛନ୍ତି ଏକ ପରିବାର। ଯାହାଙ୍କର ଭୂମି ନାହିଁ କି ନିଜର ଘର ଖଣ୍ଡେ ବି ନାହିଁ ପର ବାଡ଼ିରେ...

ଆଦିବାସୀଙ୍କଠାରୁ ଜମି କିଣିବେ ସରକାର, ମାଲିକ ଚାହିଁଲେ ପୁଣି…

ଭୁବନେଶ୍ୱର,୨୨ା୫: ଏଣିକି ସରକାର ଆଦିବାସୀ(SC/ST)ଙ୍କ ଜମି କିଣିବେ। ଧନୀ ଲୋକ ଚାପ ପକାଇ ଜାତି ଓ ଜନଜାତିଙ୍କ ସମ୍ପତ୍ତି ହଡ଼ପ କରିପାରିବେ ନାହିଁ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଏନେଇ ରାଜ୍ୟ ସରକାର ଖୁବ୍‌ଶୀଘ୍ର କର୍ପସ ଫଣ୍ଡ୍‌...

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି। ସେମାନେ ହେଲେ ରମ୍ଭା ନିକଟ ହରିପୁର ବୁରୁଡିର...

୭୮ ଜଣଙ୍କୁ ଭୂ-ଲେଖ ରେକର୍ଡଭୁକ୍ତ ଜଙ୍ଗଲଜମି ପଟ୍ଟା ବଣ୍ଟନ, ତହସିଲଦାର କହିଲେ ଏଣିକି…

ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅନ୍ତର୍ଗତ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟରେ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ରାଜସ୍ବ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ତଥା ଜମି ଜମା ସମ୍ପର୍କିତ ସୁବିଧା...

ଅନ୍ୟର ଜମି ଦେଖାଇ ସାଢ଼େ ୫ଲକ୍ଷ ଟଙ୍କା ନେଇଗଲେ

ଡେରାବିଶ,୧ା୧୦(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍‌ ଅଞ୍ଚଳରେ ଜମି ବ୍ୟବସାୟୀଙ୍କ ରାଜ୍‌ ଚାଲିଛି। ଜମି ଯୋଗାଇ ଦେବା ଆଳରେ କେତେଜଣ ବ୍ୟକ୍ତି ଅନ୍ୟର ଜମିକୁ ଦେଖାଇ ନିରୀହ ଗରିବ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଥାନାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri