ଜମି ବିବାଦକୁ ନେଇ କେନ୍ଦ୍ରାପଡ଼ାରେ ହିଂସାକାଣ୍ଡ: ଯବାନ ମୃତ, ପୁଅ ବାପା-ମା’ ଗୁରୁତର କେନ୍ଦ୍ରାପଡ଼ା,୪।୧: ଜମି ବିବାଦରୁ ଗଡ଼ିଲା ମୁଣ୍ଡ। ଯବାନ ପୁଅ ମୃତ୍ୟୁ ବରଣ ପରେ ବେଳେ ଗୁରୁତର ବାପା-ମା’। କେନ୍ଦ୍ରାପଡ଼ା ଜିଲାର ଏକ ଗାଁରେ ଜମିଜମା ବିବାଦକୁ ନେଇ ଏଭାଲକି ହିଂସାକାଣ୍ଡ ଘଟିଛି। ଶନିବାର ରାତିରେ କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ନରିଲୋ…