ଦିଗପହଣ୍ଡି ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ, ୪୦୯ ହିତାଧିକାରୀଙ୍କୁ ବିଧାୟକ…. ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରେ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ପଟ୍ଟା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି । ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି...