ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’ ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନରେ ବ୍ୟାପକ ସଂଶୋଧନ କରାଯାଇ ଏକ ନୂତନ...