ମା’ ରାମଚଣ୍ଡୀଙ୍କୁ ଜମି ଦାନ ଦେଇଥିଲେ ରାଜା, ଭୋଗ କରୁଛନ୍ତି ଜବରଦଖଲକାରୀ, ପାଉଣା ଦେବାର ନାଁ ଧରୁନାହାନ୍ତି
ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୭୩୭ ମସିହାଠାରୁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ରାମନଗର ମୌଜାରେ ମା’ ରାମଚଣ୍ଡୀ ମନ୍ଦିର ରହିଛି। ଏହାର ରକ୍ଷଣାବେକ୍ଷଣ ପାଇଁ କୁଜଙ୍ଗ ରାଜା ଦାନ ଦେଇଥିଲେ ୨୨୦ ଏକରରୁ ଅଧିକ ଭୂସମ୍ପତ୍ତି। ହେଲେ ଭୋଗ ଦଖଲ…
ବିପଦ ସାଜିଲା ଓଭରଟେକ୍, ବିଲକୁ ପଶିଗଲା ୨ ବସ୍, ଆଉ ତା’ ପରେ…
ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ ଉଭୟ ବସ୍ରେ ୫୦ରୁ ଅଧିକ ଯାତ୍ରୀ ଥିଲେ। ବହୁ ଯାତ୍ରୀ ଆହତ ହୋଇଛନ୍ତି।…
ଜମିରେ ପଡ଼ିଛି ମୃତଦେହ, ଉପରେ ପଡ଼ିଛି ସାଇକେଲ, ହତ୍ୟା ଅଭିଯୋଗ ଆଣି…
ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ବାରକୋଟ ଥାନା ଦଣ୍ଡାସିଂହା ଗ୍ରାମ ନିକଟ ରାସ୍ତାକଡ଼ରୁ ଏକ ମୃତଦେହ ଜବତ ହୋଇଛି। ମୃତକ ଦଣ୍ଡାସିଂହା ଗ୍ରାମର ଶଙ୍କର ଦେହୁରୀ ବୋଲି ଜଣାପଡ଼ିଛି। ରାସ୍ତାକଡ଼ ଚାଷଜମି ଭିତରେ ଶଙ୍କରଙ୍କ ମୃତଦେହ ପଡ଼ିଥିବାବେଳେ ଉପରେ…
ଅଜବ ନିୟମ: ଏଠାରେ ଘର କିଣିପାରିବେ, ଜମି ନୁହେଁ, ଜାଣନ୍ତୁ କାହିଁକି…
ଏମିତି ଏକ ସ୍ଥାନ, ଯେଉଁଠି ଅଜବ ନିୟମ ରହିଛି। ଯେକୌଣସି ବ୍ୟକ୍ତି ଏଠାରେ ଘର କିଣିପାରିବେ କିନ୍ତୁ ଜମି କିଣିବାକୁ କାହାକୁ ଅନୁମତି ନାହିଁ। ଏପରି ସ୍ଥାନ ହେଉଛି ଗ୍ରୀନଲାଣ୍ଡ। ଏଠାରେ ଜମି କୌଣସି ଜଣେ ବ୍ୟକ୍ତିଙ୍କର ନୁହେଁ ବରଂ ସମଗ୍ର…
୭୭୦ ହିତାଧିକାରୀଙ୍କୁ ପଟ୍ଟା ବାଣ୍ଟିଲେ ଦୁଇ ବିଧାୟକ
ପୁରୁଷୋତ୍ତମପୁର,୬ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟ ପକ୍ଷରୁ ପଟ୍ଟା ବଣ୍ଟନ ମେଳା ତହସିଲଦାର ବିନୋଦ କୁମାର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବରେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଓ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର…
ଚିଙ୍ଗୁଡ଼ି ଘେରି ପାଇଁ ପ୍ରଭାବିତ ହେଉଛି ଜଳ, ସ୍ଥଳ
କେନ୍ଦ୍ରାପଡ଼ା,୪ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ବେଆଇନ ଚିଙ୍ଗୁଡ଼ି ଘେରି ଏକ ବଡ଼ ସମସ୍ୟା ଭାବେ ଉଭାହୋଇଛି। ୨୦ ହଜାରରୁ ଊର୍ଦ୍ଧ୍ୱ ଏକର ଅଞ୍ଚଳରେ ହେଉଥିବା ଚାଷ ପାଇଁ ଜଳ ଓ ସ୍ଥଳଭାଗ ପ୍ରଭାବିତ ହେଉଛି। ଜାତୀୟ ଉଦ୍ୟାନ ଭିତରକନିକା ଜୈବ…
ଭୂମି ନାହିଁ କି ଘର ନାହିଁ, ପର ବାଡ଼ିରେ ବିତୁଛି ଜୀବନ
ଧର୍ମଶାଳା,୨୯ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ବଡ଼କାଏମା ପଞ୍ଚାଯତର ଶେରପୁର ଗ୍ରାମରେ ଦୁର୍ଦ୍ଦିନ ଭିତରେ ବସବାସ କରୁଛନ୍ତି ଏକ ପରିବାର। ଯାହାଙ୍କର ଭୂମି ନାହିଁ କି ନିଜର ଘର ଖଣ୍ଡେ ବି ନାହିଁ ପର ବାଡ଼ିରେ ଘର…
ଆଦିବାସୀଙ୍କଠାରୁ ଜମି କିଣିବେ ସରକାର, ମାଲିକ ଚାହିଁଲେ ପୁଣି…
ଭୁବନେଶ୍ୱର,୨୨ା୫: ଏଣିକି ସରକାର ଆଦିବାସୀ(SC/ST)ଙ୍କ ଜମି କିଣିବେ। ଧନୀ ଲୋକ ଚାପ ପକାଇ ଜାତି ଓ ଜନଜାତିଙ୍କ ସମ୍ପତ୍ତି ହଡ଼ପ କରିପାରିବେ ନାହିଁ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଏନେଇ ରାଜ୍ୟ ସରକାର ଖୁବ୍ଶୀଘ୍ର କର୍ପସ ଫଣ୍ଡ୍ ଗଠନ…
ଜାଲ୍ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ
ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି। ସେମାନେ ହେଲେ ରମ୍ଭା ନିକଟ ହରିପୁର ବୁରୁଡିର ପ୍ରଶାନ୍ତି…
୭୮ ଜଣଙ୍କୁ ଭୂ-ଲେଖ ରେକର୍ଡଭୁକ୍ତ ଜଙ୍ଗଲଜମି ପଟ୍ଟା ବଣ୍ଟନ, ତହସିଲଦାର କହିଲେ ଏଣିକି…
ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅନ୍ତର୍ଗତ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟରେ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ରାଜସ୍ବ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ତଥା ଜମି ଜମା ସମ୍ପର୍କିତ ସୁବିଧା ସମ୍ପର୍କରେ…
ଅନ୍ୟର ଜମି ଦେଖାଇ ସାଢ଼େ ୫ଲକ୍ଷ ଟଙ୍କା ନେଇଗଲେ
ଡେରାବିଶ,୧ା୧୦(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍ ଅଞ୍ଚଳରେ ଜମି ବ୍ୟବସାୟୀଙ୍କ ରାଜ୍ ଚାଲିଛି। ଜମି ଯୋଗାଇ ଦେବା ଆଳରେ କେତେଜଣ ବ୍ୟକ୍ତି ଅନ୍ୟର ଜମିକୁ ଦେଖାଇ ନିରୀହ ଗରିବ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଥାନାରେ ଅଭିଯୋଗ…
Archives


