ଅବତରଣ ସମୟରେ ବିମାନର ଟାୟାରରେ ଲାଗିଲା ନିଆଁ; ଥିଲେ ୨୭୮ ଜଣ ଯାତ୍ରୀ କାଠମାଣ୍ଡୁ,୧୧।୫: ନେପାଳର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ ସମୟରେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ବିମାନର ଟାୟାରରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ପୋଲିସ ନିଶ୍ଚିତ କରିଛି ଯେ ନିଆଁକୁ ନିୟନ୍ତ୍ରଣ କରାଯାଇଛି ଏବଂ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବରେ ବାହାର…