ଡିଡ୍ରବାଡ଼ିରେ ଭୂସ୍ଖଳନ: ବାଡ଼ାବାଙ୍ଗା-ଡିଡ୍ରବାଡ଼ି ଯୋଗାଯୋଗ ବିଚ୍ଛିନ୍ନ
ଦାରିଙ୍ଗବାଡ଼ି,୨୯ା୧୦(ଅରୁଣ ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଦାରିଙ୍ଗବାଡ଼ି ଅଞ୍ଚଳର ବହୁ ଗ୍ରାମ ପ୍ରଭାବିତ ହୋଇଛି। ଉକ୍ତ ବ୍ଲକର ବାଡ଼ାବାଙ୍ଗା ପଞ୍ଚାୟତର ୧୫ ନଂ ଓ୍ବାର୍ଡ ଡିଡ୍ରବାଡ଼ି ଗାଁ ନିକଟ ପାହାଡ଼ ଭୂସ୍ଖଳନ ଯୋଗୁ୍ ଏବେ ଉକ୍ତ ଗ୍ରାମବାସୀ ବାହ୍ୟ ଜଗତରୁ ବିଚ୍ଛିନ୍ନ…

