କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ବନ୍ୟାଞ୍ଚଳ ପରିଦର୍ଶନ କଲେ ଭଞ୍ଜନଗର ବିଧାୟକ
ଭଞ୍ଜନଗର,୨୯ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି। ଗୁରୁବାର ପୁରୁଣା ସ୍ଥାନରେ ପୁଣି ବଡ଼ ବଡ଼ ପଥର ପାହାଡ଼ରୁ ଖସି ରାସ୍ତା ଉପରେ ପଡ଼ିଛି। ଫଳରେ ଘାଟି ରାସ୍ତାରେ ଯାତାୟାତ ସ୍ବାଭାବିକ…

