ମାଲକାନଗିରିରେ ଲଗାଣ ବର୍ଷାର କୋପ: ପୁରୀଗୁଡ଼ା ପାହାଡ଼ରୁ ଖସିଲା ବଡ଼ ବଡ଼ ପଥର, ଭୟଭୀତ ଗ୍ରାମବାସୀ
ମାଲକାନଗିରି,୪।୧୧(ଦୁର୍ଯ୍ୟୋଧନ ପାତ୍ର): ଲଗାଣ ବର୍ଷାର ପ୍ରଭାବରେ ମାଲକାନଗିରି ଜିଲାର ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଭଳି ପ୍ରାକୃତିକ ବିପତ୍ତିର ଆଶଙ୍କା ସୃଷ୍ଟି ହୋଇଛି। ଜିଲାର ମାଥିଲି ବ୍ଲକ ଅନ୍ତର୍ଗତ ନାୟକଗୁଡ଼ା ଗ୍ରାମପଞ୍ଚାୟତ ନିକଟସ୍ଥ ପୁରୀଗୁଡ଼ା ଗ୍ରାମ ସଂଲଗ୍ନ ପାହାଡ଼ରୁ ବଡ଼ ବଡ଼ ପଥର…

