Tag Archives: landslide

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି ମୁଖ୍ୟ ରାସ୍ତା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଗାଁର ଏହି ଏକମାତ୍ର ସଂଯୋଗକାରୀ ରାସ୍ତାରେ…

ଖେଳୁଖେଳୁ ଦୁଇ ଶିଶୁଙ୍କ ଆଖି ସାମ୍ନାରେ ହଠାତ୍‌ ଦବିଗଲା ମାଟି, ୧୦ ଫୁଟ ଗର୍ତ୍ତ ଦେଖି ଆତଙ୍କିତ ଗ୍ରାମବାସୀ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କନ୍ଧମାଳ ଜିଲାର ରାଇକିଆ ବ୍ଲକ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମରେ ଭୂସ୍ଖଳନ ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମରେ ହଠାତ୍‌ ମାଟି ଦବିଯାଇ ୧୦ ଫୁଟରୁ ଊର୍ଦ୍ଧ୍ୱ ଗଭୀର…

ଭୟଙ୍କର ଦୁର୍ଘଟଣା, ଗାଡ଼ି ଉପରେ ଖସି ପଡ଼ିଲା ମାଟି ଅତଡ଼ା, ୧୩ ମୃତ

ପାଙ୍ଗି,୨୪।୭: ସାରା ଦେଶରେ ମୌସୁମୀ ବର୍ଷା ଜାରି ରହିଛି। କିଛି ଅଞ୍ଚଳ ଏବେ ବି ବର୍ଷା ଅପେକ୍ଷାରେ ଥିବା ବେଳେ, ପାହାଡ଼ି ରାଜ୍ୟ ସମେତ ଅନ୍ୟାନ୍ୟ ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ଅସୁବିଧା ସୃଷ୍ଟି କରିଛି। ଏହା ମଧ୍ୟରେ, ହିମାଚଳ ପ୍ରଦେଶରୁ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାର ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି। ୱାୟାନାଡ ଟନେଲ…

କଳିଙ୍ଗା ଘାଟିରେ ଭୂ-ସ୍ଖଳନ, ମରାମତି କାମ ବୁଲି ଦେଖିଲେ ଜିଲାପାଳ

ଜି.ଉଦୟଗିରି,୧୮ା୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥ କଳିଙ୍ଗା ଘାଟିରେ ୧୬ ତାରିଖ ମଙ୍ଗଳବାର ଅପରାହ୍ନ ସମୟରେ ଲଗାଣ ବର୍ଷାରେ ଭୂସ୍ଖଳନ ଯୋଗୁ ରାସ୍ତା ସମ୍ପୂର୍ଣ୍ଣ ଧୋଇ ହୋଇ ୪୦/୫୦ ଫୁଟର ବିରାଟ…

ବୈଷ୍ଣୋଦେବୀ ମନ୍ଦିର ନିକଟରେ ଭୂସ୍ଖଳନ, ୩୨ ମୃତ, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୮: କଟରାର ବୈଷ୍ଣୋ ଦେବୀ ମନ୍ଦିର ନିକଟରେ ଭୂସ୍ଖଳନରେ ମୃତ୍ୟୁ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି, ଯେତେବେଳେ ୨୦ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବୁଧବାର (୨୭ ଅଗଷ୍ଟ, ୨୦୨୫) X ରେ ପୋଷ୍ଟ କରି ଏହି ଘଟଣାରେ ଦୁଃଖ ପ୍ରକାଶ…

ବାଦଲ ଫଟା ବର୍ଷା କ’ଣ? କେତେ ବର୍ଷା ହେଲେ ବାଦଲ ଫାଟେ, ଜାଣନ୍ତୁ କ’ଣ କହେ ପାଣିପାଗ ବିଭାଗ…

ନୂଆଦିଲ୍ଲୀ,୧୫ା୮: ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ ଏବଂ ବର୍ତ୍ତମାନ ଜମ୍ମୁ-କଶ୍ମୀରରେ ଗୋଟିଏ ପରେ ଗୋଟିଏ ପ୍ରାକୃତିକ ବିପର୍ଯ୍ୟୟ ଲୋକଙ୍କ ଜୀବନକୁ ଅତ୍ୟନ୍ତ ଖରାପ ଭାବରେ ପ୍ରଭାବିତ କରିଛି। ପ୍ରବଳ ବର୍ଷା, ଭୂସ୍ଖଳନ ଏବଂ ବାଦଲ ଫଟା ବର୍ଷା ଯୋଗୁ ବହୁତ କ୍ଷୟକ୍ଷତି ହୋଇଛି।…

ଉଛୁଳୁଛି ବ୍ରାହ୍ମଣୀ: ରାସ୍ତାରେ ୫ ଫୁଟର ପାଣି, ଭୂସ୍ଖଳନ ହେବାରୁ…

ବଣାଇଁ,୨୭ା୭(ପ୍ରଦୀପ ତ୍ରିପାଠୀ): ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ହୋଇଛି ବଣାଇଁ ଉପଖଣ୍ଡ ଅଞ୍ଚଳ। ପ୍ରବଳ ବର୍ଷାର ପ୍ରଭାବରେ ବ୍ରାହ୍ମଣୀ ଫୁଲିବା କାରଣରୁ ଗୋଟେ ପଟେ ଲହୁଣିପଡ଼ା-ବାରକୋଟ ୧୦ ନମ୍ବର (କ) ରାଜ୍ୟ ରାଜପଥର ସିହିଡିଆଠାରୁ ମସିନ୍ତା ପର୍ଯ୍ୟନ୍ତ ପ୍ରାୟ ୫…

ଭୂସ୍ଖଳନରୁ ୬୭ ଜଣଙ୍କୁ ବଞ୍ଚାଇଲା କୁକୁର

ମଣ୍ଡି,୯ା୭: ହିମାଚଳ ପ୍ରଦେଶର ବିଭିନ୍ନ ସ୍ଥାନରେ ଗତ ଜୁନ୍‌ ୩୦ ଏବଂ ଜୁଲାଇ ୧ରେ ଲଗାତର ୩୦ ଘଣ୍ଚା ଧରି ବର୍ଷା ହୋଇଥିଲା, ଯାହାଫଳରେ ବିଭିନ୍ନ ସ୍ଥାନରେ ଭୂସ୍ଖଳନ ଏବଂ ବନ୍ୟାସ୍ଥିତି ଦେଖାଦେଇଥିଲା। ତେବେ ମଣ୍ଡି ଜିଲା ଧର୍ମପୁର ବ୍ଲକ୍‌ର ସିୟାଠୀ…

କଳିଙ୍ଗା ଘାଟିରେ ଧସିଲା ମାଟି ଅତଡ଼ା, ପାହାଡ଼ ତଳକୁ ଖସିଲା ୨ ଜେସିବି

ଭଞ୍ଜନଗର,୧୮ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଳିଙ୍ଗା ଘାଟିରେ ମାଡ଼ି ଅତଡ଼ା ଧସିଛି। ପ୍ରବଳ ବର୍ଷା ଯୋଗୁ ମାଟି ଅତଡ଼ା ଧସି ପଡ଼ିଥିବା ଜଣାପଡ଼ିଛି। ତେବେ ଘାଟି ରାସ୍ତା କାମ ଚାଲିଥିବା ବେଳେ ଏହି ମାଟି ଅତଡ଼ା ଧସିଛି। ଫଳରେ ୨ଟି ଜେସିବି…

Landslide: କୁଆପଥର ମାଡ଼ ସହ ଭୂସ୍ଖଳନ, ୩ ମୃତ, ଉଦ୍ଧାର କାର୍ଯ୍ୟ ଜାର

ଜମ୍ମୁ,୨୦।୪: ଜମ୍ମୁ-କଶ୍ମୀରରେ ପାଗ ପୁଣି ଥରେ ତାଣ୍ଡବ ରଚିଛି। ପ୍ରବଳ ବର୍ଷା, କୁଆପଥର ବର୍ଷା ଏବଂ ପ୍ରବଳ ପବନ ରାଜ୍ୟର ଅନେକ ଅଞ୍ଚଳରେ ସାଧାରଣ ଜୀବନଯାତ୍ରାକୁ ଅସ୍ତବ୍ୟସ୍ତ କରିଦେଇଛି। କିଛି ସ୍ଥାନରେ, ନଦୀଗୁଡ଼ିକ ଗାଁଗୁଡ଼ିକୁ ବୁଡ଼ାଇ ଦେଇଥିବା ବେଳେ, ଅନ୍ୟ ସ୍ଥାନରେ…

ଜମ୍ମୁରେ ଭୟଙ୍କର ଭୂସ୍ଖଳନ: ଚାପି ହୋଇଗଲେ ୩

ଶ୍ରୀନଗର,୨୦ା୪: ଲଗାଣ ବର୍ଷା ଯୋଗୁ ଜମ୍ମୁରେ ରବିବାର ଏକ ବଡ଼ ଧରଣର ଭୂସ୍ଖଳନ ଘଟିଛି। ଫଳରେ ୩ ଜଣଙ୍କ ଜୀବନ ଚାଲିଯାଇଛି। ରାମବନ ଜିଲାର ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥର ଏକ ଅଂଶୁ ଗୁରୁତର ଭାବରେ ପ୍ରଭାବିତ ହୋଇଛି। ଯାହା ଫଳରେ ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?