Tag Archives: langigarh

ଲାଞ୍ଜିଗଡ଼ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୯ତମ ଜନ୍ମ ଜୟନ୍ତୀ ସମାରୋହ ଅନୁଷ୍ଠିତ

ଲାଞ୍ଜିଗଡ,୫।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ମୁଖ୍ୟାଳୟ ବିଶ୍ୱନାଥପୁର ଠାରେ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଳକ ବିଜେଡି ସଭାପତି ହିମାଦ୍ରୀ ପେସନିଆଙ୍କ…

ସାନଭାଇଙ୍କୁ ଗୁଳିକରି ହତ୍ୟା ଘଟଣା: ଅଭିଯୁକ୍ତ ହତ୍ୟାକାରୀ ବଡ଼ଭାଇ କୋର୍ଟ ଚାଲାଣ

ଲାଞ୍ଜିଗଡ଼,୯।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ବନାଥପୁର ଥାନା ଅନ୍ତର୍ଗତ ବେଡ଼ାଗାଁ ପଞ୍ଚାୟତ ଦେହେଡ଼ା ଗାଁରେ ପୂର୍ବ ଶତ୍ରୁତାରୁ ବଡଭାଇ ସାନଭାଇଙ୍କୁ ଶୁକ୍ରବାର ରାତିରେ ଗୁଳିକରି ହତ୍ୟାରେ ସାନଭାଇଙ୍କ ମୃତ୍ଯୁ ଘଟିଥିବା ଘଟଣାରେ ଅଭିଯୁକ୍ତ ବଡଭାଇ କୃଷ୍ଣ ମାଝୀକୁ…

ଲାଞ୍ଜିଗଡରେ କଂଗ୍ରେସର କର୍ମୀଙ୍କ ବିଶାଳ ଶୋଭାଯାତ୍ରା, ଅଞ୍ଚଳର ବିକାଶ ପାଇଁ ରାଜ୍ୟପାଳଙ୍କୁ ଦାବିପତ୍ର

ଲାଞ୍ଜିଗଡ,୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ଠାରେ ରବିବାର ଜିଲା କଂଗ୍ରେସ କମିଟିର କର୍ମୀ ସମ୍ମିଳନୀ ସହିତ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହେଇଥିବା ବେଳେ ଲାଞ୍ଜିଗଡ଼ର ପାରିପାର୍ଶ୍ବିକ ଅଞ୍ଚଳର ବିକାଶ ପାଇଁ ରାଜ୍ୟପାଳଙ୍କ ଉଦେଶ୍ୟରେ ଏକ ଦାବିପତ୍ର…

ଭାଇରାଲ୍ ହେଲା ଭିଡିଓ: ତାତିଲେ ଅଭିଭାବକ, ବଦଳି ହେଲେ ଖେଳ ଶିକ୍ଷକ

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବାତେଲିମା ପଞ୍ଚାୟତସ୍ଥିତ ବାଣୀପଙ୍ଗା ସରକାରୀ ଏସ୍ଏସ୍‌ଡି ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଛାତ୍ରୀମାନଙ୍କୁ ଚଲାଇ ଥାନାକୁ ଆଣିବା ଅଭିଯୋଗରେ ଶନିବାର ଛାତ୍ରୀଙ୍କ ଅଭିଭାବକ ସ୍କୁଲ ସାମ୍ନାରେ ଧାରଣା ଦେଇଥିବା ଘଟଣାରେ…

ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷକ ଆସୁ ନ ଥିବା ଘଟଣା: ପ୍ରଧାନ ଶିକ୍ଷକ ନିଲମ୍ବିତ, ସହକାରୀ ଶିକ୍ଷକଙ୍କ ଦରମା ବନ୍ଦ

ଲାଞ୍ଜିଗଡ, ୫ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସୀମାନ୍ତ ଭବାନୀପାଟଣା ସଦର ବ୍ଲକ ଯୁଗସାଇ ପାଟଣା ପଞ୍ଚାୟତ କଟଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷକ ଆସୁ ନ ଥିବାବେଳେ ଡମି ଶିକ୍ଷକଙ୍କ ଭରସାରେ ସ୍କୁଲ ଚାଲିବା ଘଟଣାରେ ଉଚ୍ଚ କର୍ତ୍ତୃପକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri