ମହମ୍ମଦ ଅସଲମ ସ୍ମୃତି ସମ୍ମାନରେ ସମ୍ମାନିତ ହେଲେ ଲାଞ୍ଜିଗଡ଼ ସାମ୍ବାଦିକ ଏମ୍. ଚନ୍ଦ୍ର ଶେଖର
ଲାଞ୍ଜିଗଡ଼,୧୬ା୧୧(ରମେଶ ଚନ୍ଦ୍ର ନାୟକ): ଜାତୀୟ ପ୍ରେସ ଦିବସ ଅବସରରେ କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ ବ୍ଲକ ପ୍ରେସ୍ କ୍ଲବ୍ ସମ୍ପାଦକ ଏମ୍. ଚନ୍ଦ୍ର ଶେଖରଙ୍କୁ ମହମ୍ମଦ ଅସଲମ ସ୍ମୃତି ସମ୍ମାନ-୨୦୨୫ ରେ ସମ୍ମାନିତ କରାଯାଇଛି। ରବିବାର କଳାହାଣ୍ଡି ଜିଲା ଜୁନାଗଡ଼ସ୍ଥିତ ଅଗ୍ରସେନ...
ଲାଞ୍ଜିଗଡ଼ରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ
ଲାଞ୍ଜିଗଡ,୧୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବେନଗାଁ, ଲାଞ୍ଜିଗଡ ରୋଡ୍, ମଧୁପୁର ପିଏଚ୍ସିଠାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହୋଇଛି। ଲାଞ୍ଜିଗଡ ବ୍ଲକ ମେଡିକାଲ...
ଲାଞ୍ଜିଗଡ DAV ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ
ଲାଞ୍ଜିଗଡ, ୩୧।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ସ୍ଥିତ ଡ଼ିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ବାର୍ଷିକୋତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛିI ଡ଼ିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ସଦାନନ୍ଦ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ...
ବେଆଇନ ଜଙ୍ଗଲ କାଟିବା ଅଭିଯୋଗରେ ୬ ଜଣଙ୍କୁ କୋର୍ଟ ଚାଲାଣ କଲା ବନବିଭାଗ
ଲାଞ୍ଜିଗଡ଼,୧୭।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଦକ୍ଷିଣ ବନାଞ୍ଚଳ ବିଜେପୁର ସେକ୍ସସନରେ ବେଆଇନ ଜଙ୍ଗଲ କାଟିବା ଅଭିଯୋଗରେ ୬ ଜଣଙ୍କୁ କୋର୍ଟ ଚାଲାଣ କରିଛି ବିଜେପୁର ବନବିଭାଗ I ପୂର୍ବରୁ ଗଣମାଧ୍ୟମରେ ଖବର ପ୍ରକାଶ ପରେ...
ଲାଞ୍ଜିଗଡ଼ ଅଞ୍ଚଳ ମହାଶିବରାତ୍ରି ପାଇଁ ଉତ୍ସବ ମୁଖର: ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ଲାଞ୍ଜିଗଡ଼,୨୬ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ଶୈବପୀଠରେ ମହାଶିବରାତ୍ରି ଉତ୍ସବ ବୁଧବାର ମହା ଆଡମ୍ବର ସହକାରେ ପାଳିତ ହୋଇଛି I ଲାଞ୍ଜିଗଡ ବ୍ଲକର ପ୍ରତ୍ୟେକ ଶୈବ ପୀଠ ଗୁଡିକରେ ଆଲୋକ ମାଳରେ ସୁସଜ୍ଜିତ କରାଯାଇଛି I...
ଲାଞ୍ଜିଗଡରେ ଉନ୍ନୟନ ମୂଳକ କାର୍ଯ୍ୟ ତଦାରଖ କଲେ ଷୋଡ଼ଶ ଅର୍ଥ କମିଶନର ସଦସ୍ୟ ମନୋଜ ପଣ୍ଡା
ଲାଞ୍ଜିଗଡ଼,୧୧।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦୁଇ ଦିନିଆ ଗସ୍ତରେ ଭାରତ ସରକାରଙ୍କ ଷୋଡ଼ଶ ଅର୍ଥ କମିଶନର ସଦସ୍ୟ ମନୋଜ ପଣ୍ଡା ଆସିଥିବାବେଳେ ମଙ୍ଗଳବାର ଦ୍ଵିତୀୟ ଦିନରେ ଲାଞ୍ଜିଗଡ଼ ବ୍ଲକ ଗସ୍ତ କରି ବିଭିନ୍ନ ଉନ୍ନୟନ କାର୍ଯ୍ୟ ଓ ପ୍ରକଳ୍ପ...
Archives


