ପାଟଣାରେ ହେବ ବୃହତ ଇସ୍ପାତ କାରଖାନା, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇ… ପାଟଣା,୨୨ା୮(ବୀରକିଶୋର ଦାଶ): ଦକ୍ଷିଣକୋରିଆର ଜଣାଶୁଣା କମ୍ପାନୀ ପୋସ୍କୋ ଏବଂ ଭାରତର ଜେଏସ୍ଡବ୍ଲ୍ୟୁର ମିଳିତ ସହଯୋଗରେ କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ରାଜ୍ୟର ଦ୍ବିତୀୟ ବୃହତ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି। କେନ୍ଦୁଝର ଜିଲାବାସୀ୍ଙ୍କ ଦୀର୍ଘଦିନର ଦାବି ମୁଖ୍ୟମନ୍ତ୍ରୀ...