ଲସ୍କର ଆତଙ୍କୀ ଶବିର ଲୋନ ଗିରଫ, ISIର ନିର୍ଦ୍ଦେଶରେ ରଚୁଥିଲା ଷଡଯନ୍ତ୍ର ନୂଆଦିଲ୍ଲୀ,୩୦ା୩: ଜାତୀୟ ରାଜଧାନୀ ଦିଲ୍ଲୀରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଶବିର ଅହମ୍ମଦଙ୍କୁ ଗିରଫ କରିଛି। ଗିରଫ ଆତଙ୍କବାଦୀ ଲସ୍କରର ସ୍ଲିପର ସେଲ୍ ଭାବରେ କାର୍ଯ୍ୟ କରୁଥିଲା। ସେ…