ମୃତ୍ୟୁ ପୂର୍ବରୁ ଶେଷ ଭାଷଣ ଦେଇଥିଲେ ଖାମେନେଇ, ଜାଣନ୍ତୁ ଟ୍ରମ୍ପଙ୍କୁ ନେଇ କ’ଣ କହିଥିଲେ ତେହେରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ଆମେରିକା-ଇସ୍ରାଏଲ ଆକ୍ରମଣରେ ମୃତ୍ୟୁ ଘଟିଛି। ଇସ୍ରାଏଲ-ଆମେରିକୀୟ ଆକ୍ରମଣ ଇରାନରେ ଭୟର ବାତାବରଣ ସୃଷ୍ଟି କରିଛି। ଏହାକୁ ନେଇ ଇରାନରେ ୪୦ ଦିନିଆ ଶୋକ ପାଳନ ଘୋଷଣା କରାଯାଇଛି, ସାତ ଦିନର ସରକାରୀ…