ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ… ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜି ସକାଳ ପ୍ରାୟ ୯ଟା ବେଳେ ଜଣେ ମହିଳା ପାଇଖାନାକୁ…