କ୍ଲାସ୍ରୁମ୍ରେ ଆଇନ ଛାତ୍ରୀଙ୍କୁ ଗଣବଳାତ୍କାର: ଦେଶରେ ଖେଳିଗଲା ଚାଞ୍ଚଲ୍ୟ କୋଲକାତା,୨୭।୬: କୋଲକାତାର ଆରଜି କର ମେଡିକାଲ କଲେଜରେ ଜଣେ ଛାତ୍ରୀଙ୍କ ସହ ହୋଇଥିବା ବର୍ବରତା ମନରୁ ନ ଲିଭୁଣୁ ପୁଣି ଥରେ ସେଠାରେ ଏକ ଶିକ୍ଷାନୁଷ୍ଠାନରେ ଜଣେ ଛାତ୍ରୀଙ୍କ ସହ ବର୍ବରତା ଘଟଣା ସାମ୍ନାକୁ ଆସିଛି। ସହରର ଏକ ଆଇନ...