ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ ମିଳିଥିବା ମହାପ୍ରଭୁଙ୍କ ସୁନା, ରୂପା ଓ ମୂଲ୍ୟବାନ ରତ୍ନର ଗଣତି କାର୍ଯ୍ୟ ଶେଷ…