Tag Archives: lawer

ପୀତବାସ ପଣ୍ଡା ହତ୍ୟାକାରୀଙ୍କୁ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଲା ଓକିଲ ସଂଘ

ପୁରୁଷୋତ୍ତମପୁର,୮ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁରର ବରିଷ୍ଠ ଓକିଲ ତଥା ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦର ସଦସ୍ୟ ପୀତବାସ ପଣ୍ଡାଙ୍କୁ ଅତି ନିର୍ମମ ଭାବେ ଗୁଳିକରି ହତ୍ୟା ଘଟଣାକୁ ପୁରୁଷୋତ୍ତମପୁର ଓକିଲ ସଂଘ ତୀବ୍ର ନିନ୍ଦା କରିଛି। ପୀତବାସ ପଣ୍ଡା...

ପେଟ୍ରୋଲ ଢାଳି ନିଜ ଦେହରେ ନିଆଁ ଲଗାଇଦେଲେ ଆଇନଜୀବୀ, ଛାତ ଉପରୁ ମିଳିଲା…

ଭୁବନେଶ୍ୱର,୨୯ା୮: ରାଜଧାନୀର ପାଣ୍ଡରା ଅଞ୍ଚଳରେ ଗୁରୁବାର ରାତି ଅଧରେ ଘଟିଯାଇଛି ଏକ ଛାତିଧରା ଘଟଣା। ଜଣେ ଆଇନଜୀବୀ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ମଞ୍ଚେଶ୍ୱର ପୋଲିସ ପହଞ୍ଚି ଅର୍ଦ୍ଧଦଗ୍ଧ ମୃତଦେହ ଜବତ...

୬୦ ବର୍ଷ ବୟସରେ ହଠାତ୍‌ ଦେଖାହେଲେ ପ୍ରଥମ ପ୍ରେମିକା, ସ୍ତ୍ରୀ ପିଲାଙ୍କୁ ଛାଡ଼ି ଚାଲିଆସିଲେ ଓକିଲ, ମାତ୍ର ୨୪ ଘଣ୍ଟା ପରେ…

କୁହାଯାଏ ଯେ, ପ୍ରଥମ ପ୍ରେମ କେବେ ଭୁଲିହୁଏ ନାହିଁ। ଯେତେ ସମୟ ବିତିଗଲେ ମଧ୍ୟ ପ୍ରଥମ ପ୍ରେମ ସବୁବେଳେ ମନେ ରହେ। ବିହାରର ପୂର୍ଣ୍ଣିଆରେ ସମାନ ଘଟଣା ଦେଖିବାକୁ ମିଳିଛି। ଏଠାରେ ପ୍ରେମ କାହାଣୀରେ କିଛି ଅଲଗା ଘଟିଛି, ଯାହା...

ଶପଥ ନେଲେ ଖେମୁଣ୍ଡି ଓକିଲ ସଂଘ କର୍ମକର୍ତ୍ତା

ଦିଗପହଣ୍ଡି,୨୧ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓକିଲ ସଂଘ ସଭାଗୃହରେ ଆୟୋଜିତ ସଭାରେ ନବନିର୍ବାଚିତ ସଭାପତି ହୃଦୟ ରଞ୍ଜନ ମେକାପ, ଉପସଭାପତି...

ଚାଷୀନେତାଙ୍କୁ ଅଭ୍ୟାସଗତ ଅପରାଧୀ ଦର୍ଶାଇବା ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ, ସମର୍ଥନ ଜଣାଇଲା ଓକିଲ ସଂଘ

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ରମେଶ ମହାପାତ୍ରଙ୍କୁ ପୋଲିସ ଅସାମାଜିକ ଏବଂ ଅଭ୍ୟାସଗତ ଅପରାଧୀ ଦର୍ଶାଇବା ଘଟଣାକୁ ନେଇ ବିରୋଧ ତେଜିବାରେ ଲାଗିଛି। ଚାଷୀ, ଭୂମିହୀନଙ୍କ ହକ୍‌ ପାଇଁ ଆନ୍ଦୋଳନର ନେତୃତ୍ୱ ନେଉଥିବା ଉକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri