ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ହୋଇଛି। ପ୍ରତି ମାସରେ 2,500 ପ୍ରଦାନ କରୁଥିବା ‘ଲକ୍ଷ୍ମୀ…