ଜଳୁଛି ଲକ୍ଷ୍ମୀପୁର… ଆଦିବାସୀ ଯୁବକଙ୍କୁ ଛୁରାମାଡ଼ ଘଟଣା, ଗିରଫ ଦାବିରେ ଦୋକାନ ଭାଙ୍ଗିଲେ ଆଦିବାସୀ ଲକ୍ଷ୍ମୀପୁର,୭।୬(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଶନିବାର ସନ୍ଧ୍ୟାରେ କୌଣସି ଏକ ଘଟଣାକୁ ନେଇ ବଡ଼ ଶଙ୍ଖା ଗ୍ରାମରେ ଜଣେ ଆଦିବାସୀ ଯୁବକକୁ ଲକ୍ଷ୍ମୀପୁରର ରେଲି ସାହିର କିଛି ଯୁବକ ମରଣାନ୍ତକ ଆକ୍ରମଣ କରିଥିଲେ । ଉକ୍ତ ଯୁବକଙ୍କୁ…