ଧରିତ୍ରୀ ଲାଇଭ୍ ଖବରଦାତାଙ୍କୁ ଆକ୍ରମଣ: ଦୁଇ ଅଭିଯୁକ୍ତ ଗିରଫ ଭୁବନେଶ୍ୱର,୯।୨(ସତ୍ୟଜିତ୍ ରାଉତ): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡା ରୋଡରେ ରବିବାର ଧରିତ୍ରୀ ଲାଇଭ୍ ଖବରଦାତା ଦେବୀପ୍ରସାଦ ସାହୁଙ୍କୁ ଆକ୍ରମଣ ହୋଇଛି। ଗାଡି ସାଇଡ୍ କରିବାକୁ କହିବାରୁ ଦୁଇଜଣ ଅସାମାଜିକ ବ୍ୟକ୍ତି ଉତ୍ତ୍ୟକ୍ତ ହୋଇ ଧରିତ୍ରୀ ଲାଇଭ୍ ଟିମ୍କୁ ହଠାତ୍...