୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮ ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ ଚାଲାଣ କରିବାର ମାତ୍ର ଚବିଶ ଘଣ୍ଟା ଭିତରେ ପୁଣି ୮ ଜଣ କୁଖ୍ୟାତ…
ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର
ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ ଝାଡ଼ାବାନ୍ତି ବ୍ୟାପିଛି। ଝାଡ଼ାବାନ୍ତିରେ ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀଙ୍କ ଶନିବାର ସକାଳେ ମୃତ୍ୟୁ…


