ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ! ନୂଆଦିଲ୍ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ ଇଂଲଣ୍ଡରେ ମହିଳା T20 ବିଶ୍ୱକପ ଅନୁଷ୍ଠିତ ହେବାକୁ ଥିବା ବେଳେ, ସେ କେବଳ…