ସ୍ତ୍ରୀଙ୍କ ମୃତ୍ୟୁ ପରେ ବିଗିଡ଼ି ଯାଇଥିଲା ସ୍ବାସ୍ଥ୍ୟାବସ୍ଥା, ଚିକିତ୍ସା ସମୟରେ ଚାଲିଗଲା ଏହି ନେତାଙ୍କ ଜୀବନ ଭଦ୍ରକ,୨୬ା୯(ସନାତନ ରାଉତ): ଭଦ୍ରକ ଜିଲାର ବରିଷ୍ଠ ନେତା ଲକ୍ଷ୍ମୀ ମହାପାତ୍ର(୭୬)ଙ୍କ ବୁଧବାର ରାତିରେ ପରଲୋକ ଘଟିଛି। ଅସୁସ୍ଥ ଥିବାରୁ ୫ ଦିନ ତଳେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ବୁଧବାର ସ୍ବାସ୍ଥ୍ୟାବସ୍ଥା ଅବନତି ହେବାରୁ ଭେଣ୍ଟିଲେଟରରେ ରଖାଯାଇଥିଲା। ରାତି...