Tag Archives: lebanon

ଲେବାନନ୍‌କୁ ବ୍ୟାପିଲା ଇରାନ୍‌ ଯୁଦ୍ଧ

ତେହରାନ୍‌, ୩ା୩: ଇରାନ୍‌ରେ ଆମେରିକା ଓ ଇସ୍ରାଏଲ୍‌ ସୋମବାର ଜୋର୍‌ଦାର ଆକ୍ରମଣ କରିଥିବାବେଳେ ମୃତ୍ୟୁସଂଖ୍ୟା ୫୫୫ରେ ପହଞ୍ଚତ୍ଥିବା ଇରାନୀୟ ରେଡ୍‌ କ୍ରିସେଣ୍ଟ ସୋସାଇଟି ପକ୍ଷରୁ କୁହାଯାଇଛି। ଏହାର ଜବାବରେ ଇରାନ ମଧ୍ୟପ୍ରାଚ୍ୟ ଅଞ୍ଚଳରେ ଥିବା ଇସ୍ରାଏଲ୍‌ ଓ ଆମେରିକାର ସାମରିକ ବେସ୍‌…

ଲେବାନନରେ ଇସ୍ରାଏଲର ସବୁଠାରୁ ବଡ଼ ବିମାନ ଆକ୍ରମଣ! ହିଜବୋଲା ଶୀର୍ଷ କମାଣ୍ଡର ତାବାତାବାଇ ମୃତ

ବେରୁତ,୨୪।୧୧: ରବିବାର (ନଭେମ୍ବର ୨୩) ଲେବାନନର ରାଜଧାନୀ ବେରୁତର ଦକ୍ଷିଣ ପଡ଼ୋଶୀ ଦାହିୟେରେ ଇସ୍ରାଏଲ ଏକ ବଡ଼ ବିମାନ ଆକ୍ରମଣ କରିଥିଲା। ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଦାବି କରିଛି ଯେ ହିଜବୁଲାର ମୁଖ୍ୟ କର୍ମଚାରୀ ହାଇଥାମ ଅଲି ତାବାତାବାଇ ଏହି…

ଲେବାନନ ଉପରେ ଇସ୍ରାଏଲର ରକେଟ୍‌ ମାଡ଼: ୨୨ ମୃତ, ଶତାଧିକ ଆହତ

ଜେରୁଜେଲମ୍‌,୧୧ା୧୦: ଥମୁନି ଇସ୍ରାଏଲ-ଇରାନ ଯୁଦ୍ଧ। ଲେବାନନ ଉପରେ ଇସ୍ରାଏଲ ଘନଘନ ରକେଟ୍‌ ମାଡ଼ କରିଛି। ବେରୁଟର ଏକ ଜନବସତି କୋଠା ଉପରେ ରକେଟ ମାଡ଼ କରିବାରୁ ୨୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଶତାଧିକ ଆହତ ହୋଇଥିବା ସୂଚନାରୁ ଜଣାପଡ଼ିଛି। ବିନା ସତର୍କ…

ଇରାନ ଜାରି କଲା ହିଟ୍ ଲିଷ୍ଟ: ନେତାନ୍ୟାହୁଙ୍କ ସମେତ ଏହି ନେତାମାନଙ୍କୁ ହତ୍ୟା କରିବାକୁ ଦେଲା ଧମକ

ନୂଆଦିଲ୍ଲୀ,୨।୧୦: ଇରାନ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ, ପ୍ରତିରକ୍ଷା ମନ୍ତ୍ରୀ ୟୋଭ ଗାଲାଣ୍ଟ ଏବଂ ସେନା ମୁଖ୍ୟ ହରଜୀ ହାଲେଭିଙ୍କ ସମେତ ୧୧ ଜଣଙ୍କର ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକା ହିବ୍ରୁ ଏବଂ ଇଂରାଜୀ ଭାଷାରେ ପ୍ରକାଶ ପାଇଛି,…

ଇସ୍ରାଏଲ ଚିର ଶତ୍ରୁ ହିଜବୁଲ୍ଲା: ଅନେକ ମୁସଲମାନ ଦେଶକୁ ପାଣି ପିଆଇସାରିଛି, ଜାଣନ୍ତୁ ହିଜବୁଲାର ପୁରା କାହାଣୀ

ନୂଆଦିଲ୍ଲୀ,୧୯।୯: ଗାଜାରେ ଇସ୍ରାଏଲ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ବର୍ଷେ ପୂରିବାକୁ ବସିଥିବା ବେଳେ ଏହି ଯୁଦ୍ଧ ଏବେ ଇସ୍ରାଏଲ ଏବଂ ହମାସରୁ ଯାଇ ହିଜବୁଲ୍ଲା ଭଳି ଆତଙ୍କୀ ସଂଗଠନ ପାଖରେ ପହଂଚିଛି। ହିଜବୁଲ ହେଉଛି ଏକ ଆତଙ୍କବାଦୀ ସଂଗଠନ ଯାହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri