୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର ଅଭାବକୁ ଦର୍ଶାଉଛି। ପାକିସ୍ତାନ ଅର୍ଥ ମନ୍ତ୍ରଣାଳୟର ମାସିକ ଅର୍ଥନୈତିକ ଅପଡେଟ ଏବଂ ଆଉଟଲୁକ…