ଗତ ପାଞ୍ଚବର୍ଷରେ ମୃତ୍ୟୁ ବରଣ କରିଛନ୍ତି ୩୪ ବାଘ, ଏବେ ଅଛନ୍ତି ଏତିକି ଭୁବନେଶ୍ୱର,୩।୧୨: ଓଡ଼ିଶାରେ ଗତ ପାଞ୍ଚ ବର୍ଷ ମଧ୍ୟରେ ଜୀବନ ହରାଇଛନ୍ତି ୩୪ କଲରାପତରିଆ ଏବଂ ତିନି ମହାବଳ ବାଘ। ଜଙ୍ଗଲ ଏବଂ ପରିବେଶ ମନ୍ତ୍ରୀ ଗଣେଶ ରାମ ଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ସୂଚନା ଦେଇଛନ୍ତି। କଂଗ୍ରେସ ବିଧାୟକ ତାରା ପ୍ରସାଦ...