୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ମାମଲା: ଅପରାଧୀକୁ ଆଜୀବନ କାରାଦଣ୍ଡ
ଭୁବନେଶ୍ୱର,୨୩।୯: ଯାଜପୁର ଜିଲାରେ ଗତ ବର୍ଷ ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ୫୨ ବର୍ଷୀୟ ଅରକ୍ଷିତା ପରିଡ଼ା ଓରଫ୍ କାଲିଆଙ୍କୁ ମଙ୍ଗଳବାର ପୋକ୍ସୋ କୋର୍ଟ ଆଜୀବନ କାରାଦଣ୍ଡ ଶୁଣାଇଛି। ଅତିରିକ୍ତ ଜିଲା ସେସନ୍ସ ଓ ସ୍ପେଶାଲ ପୋକ୍ସୋ...
ଜେଲ ଦଣ୍ଡ ସମାପ୍ତ କରିଥିବା ଦୋଷୀଙ୍କୁ ତୁରନ୍ତ ମୁକ୍ତ କର: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୨।୮: ୨୦୦୨ ନୀତିଶ କଟାରା ହତ୍ୟା ମାମଲାରେ ଦୋଷୀ ସୁଖଦେବ ପେହଲୱାନଙ୍କୁ ୨୦ ବର୍ଷର ଦଣ୍ଡ ସମାପ୍ତ ହେବା ପରେ ଜେଲରୁ ମୁକ୍ତ କରାଯିବା ଉଚିତ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଶୀର୍ଷ ଅଦାଲତ କହିଛନ୍ତି, ସୁଖଦେବ ଭଳି...
ବହୁଚର୍ଚ୍ଚିତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କୁ ଆଜୀବନ
ଵ୍ରହ୍ମପୁର, ୨୫।୧୧(ସୁବାସ ଚନ୍ଦ୍ର ପାଢ଼ୀ): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାର ଚୂଡାନ୍ତ ରାୟ ସୋମବାର ପ୍ରକାଶ ପାଇଛି। ଜିଲା ଓ ଦୌରା ଜଜ ୬ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।...
ସ୍ତ୍ରୀ ହତ୍ୟାକାରୀ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ
ବ୍ରହ୍ମପୁର,୨୩।୯(ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ୨୦୨୩ ମେ ୨୬ ତାରିଖ ଜଗଦଳପୁର ଗ୍ରାମର ଜି.ଲକ୍ଷ୍ମୀ ପାତ୍ର (୩୮)ଙ୍କ ମୃତଦେହ ଗାଁ ଶ୍ମଶାନରୁ ଜବତ କରିଥିଲା। ଏହା ଏକ ହତ୍ୟା ମାମଲା ସ୍ପଷ୍ଟ ହେବା ପରେ ପୋଲିସ ହତ୍ୟାକାରୀ...
ସାବତ ପୁଅକୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ
ଭୁବନେଶ୍ୱର,୨।୯: ସାବତ ପୁଅକୁ ହତ୍ୟା କରିଥିବା ପିଶାଚ ବାପାକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଅତିରିକ୍ତ ଜିଲ୍ଲା ଜଜ୍। ମାର୍ଚ୍ଚ ୧୧, ୨୦୧୯ ରେ ରାଜଧାନୀ ମଞ୍ଚେଶ୍ୱର ଅଂଚଳର ମୁଣ୍ଡାସାହି ବସ୍ତିରେ ଏହି ହତ୍ୟାକାଣ୍ଡ ଘଟିଥିଲା। ପୋଲିସ ପାଖରୁ ମିଳିଥିବା...
ହତ୍ୟା ମାମଲା, ବଡ ଭାଇକୁ ଆଜୀବନ
ଵ୍ରହ୍ମପୁର, ୧୨ା୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରା ଜଜ ରୂପଶ୍ରୀ ଚୌଧୁରୀ ସୋମବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାଖ୍ୟ ପ୍ରମାଣକୁ ଆଧାର କରି ଦୋଷୀଙ୍କ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ...
Archives


