Lifestyle

ଅତି ସହଜରେ ଘରେ ପ୍ରସ୍ତୁତ କରନ୍ତୁ ମ୍ୟାଙ୍ଗୋ କୁଲ୍‌ଫି; ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ…

ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ ଲୋକେ…

8 months ago

Chanakya Niti: ଏହି ୩ ହେଉଛନ୍ତି ମନୁଷ୍ୟର ପ୍ରକୃତ ବନ୍ଧୁ, ସାଙ୍ଗରେ ଥିଲେ ଟଳିଯାଏ ସବୁ ବିପଦ…

ଜୀବନରେ କେବଳ ଗୋଟିଏ ସତ୍ୟ ଅଛି। ସେଇଟି ହେଲା ଯାହାର ଜନ୍ମ ଅଛି ତାହାର ମୃତ୍ୟୁ ସୁନିଶ୍ଚିତ। ଏହା ମଝିର ଜୀବନଚକ୍ରରେ ମନୁଷ୍ୟ ନିଜର କର୍ମ ଅନୁଯାୟୀ…

8 months ago

ସକାଳେ ଖାଲିପେଟରେ ଭୁଲରେ ବି ଖାଆନ୍ତୁ ନାହିଁ ଏସବୁ,ନଚେତ…

ସକାଳ ଖାଦ୍ୟ ସ୍ବାସ୍ଥ୍ୟ ପାଇଁ ଖୁବ୍‌ ଜରୁରୀ। ସକାଳେ ଆମେ ଯାହା ବି ଖାଉ, ଶରୀର ଉପରେ ତା’ର ସବୁଠୁ ଅଧିକ ପ୍ରଭାବ ପଡିଥାଏ। ତେଣୁ ସକାଳ…

8 months ago

ମନ୍ଦିର ଯାଇ ଦୀପରୁ ଦୀପ ଲଗାଉଛନ୍ତି କି? ଜାଣନ୍ତୁ ଏପରି କରିବା କାହିଁକି ଭୁଲ…

ହିନ୍ଦୁ ଧର୍ମରେ ଦୀପ ଜଳାଇବାକୁ ନେଇ ଅନେକ ଧାର୍ମିକ ମହତ୍ତ୍ୱ ରହିଛି। ଦୀପ ଜଳାଇ ଯେହେତୁ ଆମେ ଦେବଦେବୀଙ୍କୁ ଆବାହନ କରିଥାଉ; ତେଣୁ ତାଙ୍କରି ଆଶୀର୍ବାଦରୁ ଗୃହରେ…

8 months ago

ଏସବୁ ଖାଦ୍ୟ ଖାଇବା ପରେ ପାଣି ପିଇବା ଆଦୌ ଠିକ୍‌ ନୁହେଁ, ଜାଣନ୍ତୁ…

ଶରୀରକୁ ସୁସ୍ଥ ରଖିବାରେ ପାଣିର ଭୂମିକା ଯଥେଷ୍ଟ ରହିଥାଏ। କୁହାଯାଏ, ଜଣେ ସୁସ୍ଥ ବ୍ୟକ୍ତିଙ୍କୁ ପ୍ରତିଦିନ ୬ରୁ ୧୦ ଗ୍ଲାସ ପାଣି ପିଇବା ନିହାତି ଆବଶ୍ୟକ। କିନ୍ତୁ…

8 months ago

ଏହି ୪ ରାଶିରେ ଜନ୍ମିତ ଯୁବତୀ ଜୀବନସାଥୀଙ୍କ ପାଇଁ ବହୁତ ଲକି; ବିବାହ ପରେ ସ୍ବାମୀଙ୍କ ଭାଗ୍ୟ ଚମକେ

ବିବାହ ପରେ ଅନେକ ଲୋକଙ୍କ ଜୀବନ ବଦଳିଯାଇଥାଏ। କାହାର କ୍ୟାରିୟରରେ ଉନ୍ନତି ପରିଲକ୍ଷିତ ହୋଇଥାଏ ତ କାହାର ବିଗିଡ଼ି ଯାଇଥିବା କାମ ସୁରୁଖୁରୁରେ ହୋଇଯାଏ। ଘରେ ଧନଧାନ୍ୟରେ…

8 months ago

କେବଳ ମାସକ ପାଇଁ ଛାଡ଼ିଦିଅ ଚିନି, ଚମକାଇବ…

ଘରେ ଘରେ ଚିନିର ବହୁଳ ବ୍ୟବହାର ହୋଇଆସୁଛି। ହେଲେ ଏହା ସ୍ବାସ୍ଥ୍ୟ ପାଇଁ ହାନିକାରକ। ଏଣୁ ଯଦି ଆପଣ ମାସକ ପାଇଁ ଚିନି ଛାଡ଼ନ୍ତି ତେବେ ଆପଣଙ୍କ…

8 months ago

ଭୁଲ୍‌ରେ ବି ଘରେ ଲଗାଇବେ ନାହିଁ ଏସବୁ ଫଟୋ? ଦୁର୍ଭାଗ୍ୟକୁ ଡାକି ଆଣିବ…

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକେ କାନ୍ଥରେ ସୁନ୍ଦର ଫଟୋମାନ ଲଗାଇଥାନ୍ତି। କିନ୍ତୁ ଏହି ଫଟୋ ଲଗାଇବାକୁ ନେଇ ମଧ୍ୟ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି। ଯେମିତିକି:…

8 months ago

ଜାଣିଛନ୍ତି କି? ଘରେ କେଉଁଠି ରଖିବେ ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତି…

ବାସ୍ତୁଶାସ୍ତ୍ର ଅନୁସାରେ ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ତାଙ୍କର ହସୁଥିବା ଭଙ୍ଗୀକୁ ଦେଖିଲେ ମନରେ ସକରାତ୍ମକ ଭାବନା ଜାଗ୍ରତ ହେବା…

8 months ago

ଘରୁ ବାହାରିବା ବେଳେ ଏସବୁ ଦେଖିବା ଶୁଭ; ଯେଉଁ କାମରେ ଯାଉଥିବ ତାହା…

ଯେତେବେଳେ ଆମେ କୌଣସି କାମ ଅଥବା ଯାତ୍ରା ପାଇଁ ଘରୁ ବାହାରୁ ସେତେବେଳେ ଭଗବାନଙ୍କ ସାମ୍ନାରେ ହାତ ଯୋଡ଼ି ବାହାରିବାକୁ ଘରର ବୟୋଜ୍ୟେଷ୍ଠମାନେ କହିଥାନ୍ତି। କୁହାଯାଏ ଭଗବାନଙ୍କୁ…

8 months ago

ଘରେ ଅସରପା ହେଉଛନ୍ତି କି? ତଡ଼ିବା ଲାଗି ଆପଣାନ୍ତୁ ଏହି ଉପାୟ…

ଘର ଅପରିଷ୍କାର ରହିଲେ ବିଭିନ୍ନ ପ୍ରକାରର କୀଟପତଙ୍ଗ ସୃଷ୍ଟି ହେବା ସ୍ବାଭାବିକ କଥା, ଯେମିତିକି ଅସରପା। ଅସରପା ଦେଖିବାକୁ ସିନା ଛୋଟ ଆକାରର ହୋଇଥାଏ; କିନ୍ତୁ ବେଳେବେଳେ…

8 months ago

ଅଶ୍ୱତ୍ଥ ବୃକ୍ଷର ମାହାତ୍ମ୍ୟ; ଏଭଳି କଲେ ପିତୃଦୋଷରୁ ମିଳେ ମୁକ୍ତି, କରିବେ ଶତ୍ରୁକୁ ଜୟ…

ଅଶ୍ୱତ୍ଥ ବୃକ୍ଷ ଏକ ଏୟାର ପ୍ୟୁରିଫାୟାର ପ୍ଲାଣ୍ଟ। ଏହାସହ ବାସ୍ତୁଶାସ୍ତ୍ରରେ ବି ଏହି ଗଛକୁ ନେଇ ଅନେକ କଥା ଉଲ୍ଲେଖ ରହିଛି। ଜ୍ୟୋର୍ତିବିଦ୍‌ମାନେ ମଧ୍ୟ ଏହି ଗଛକୁ…

8 months ago