ମୁଖ୍ୟ ଦ୍ୱାରରେ ଶୁଭ କଳସ ରଖୁଛନ୍ତି କି, ଜାଣି ରଖନ୍ତୁ ନିୟମ…
କୁହାଯାଏ, ଘରୁ ବାହାରିବା ସମୟରେ ଶୁଭ କଳସ ବା ଜଳପୂର୍ଣ୍ଣ କୁମ୍ଭ ଦେଖିକି ଗଲେ କାର୍ଯ୍ୟସିଦ୍ଧି ହୋଇଥାଏ। ସେଥିପାଇଁ ଅନେକେ ଘରର ମୁଖ୍ୟଦ୍ୱାର ନିକଟରେ ଶୁଭ କଳସ ରଖିଥାନ୍ତି। ତେବେ ଏହି ଶୁଭ କଳସ ରଖିବାକୁ ନେଇ ମଧ୍ୟ କିଛିଟା...
ଘର ବାହାରେ ଓଲଟା ଚପଲ ଦେଖିଲେ ତୁରନ୍ତ କରନ୍ତୁ ସିଧା, ନଚେତ…
ଘରେ ଓଲଟା ଚପଲ ଦେଖିଲେ ଆମକୁ ଅନେକ ପାଟି କରିଥାନ୍ତି। ଏପରିକି ଓଲଟା ଚପଲକୁ ସିଧା କରିଦେବାକୁ କହିଥାନ୍ତି। ତେବେ କ’ଣ ଆପଣ ଜାଣନ୍ତି ଏହା ପଛରେ ଥିବା କାରଣ କ’ଣ। କୁହାଯାଏ ଘରେ ଓଲଟା ଚପଲ ଥିଲେ ଝଗଡ଼ା...
ଜୀବନରେ ସୁଖଶାନ୍ତି ଚାହାନ୍ତି କି? ଜାଣି ରଖନ୍ତୁ ଚାଣକ୍ୟ କହିଥିବା ୫ ଉପାୟ…
ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ସମସ୍ୟା ଏବଂ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ଆଜି ଏସବୁ ନୀତି ଲୋକଙ୍କ ମାର୍ଗଦର୍ଶନ କରିଆସୁଛି। ବିଶେଷକରି ଜୀବନକୁ ସହଜ ଏବଂ ସରଳ କରିବାକୁ ନେଇ...
ଭୁଲ୍ରେ ବି କାହାଠାରୁ ଉଧାର ମାଗି ବ୍ୟବହାର କରନ୍ତୁ ନାହିଁ ଏସବୁ, ହୋଇଯିବେ ଦରିଦ୍ର…
ହିନ୍ଦୁ ଧର୍ମରେ ବାସ୍ତୁ ଶାସ୍ତ୍ରର ବହୁତ ଗୁରୁତ୍ୱ ଅଛି। ବାସ୍ତୁ ଶାସ୍ତ୍ରରେ, କେବଳ ଦିଗନିର୍ଦ୍ଦେଶର ଗୁରୁତ୍ୱକୁ ବିସ୍ତାରିତ ଭାବରେ ବୁଝାଯାଇ ନାହିଁ, ବରଂ ବ୍ୟକ୍ତିର ଦୈନନ୍ଦିନ ଜୀବନକୁ ନେଇ କିଛି ନିୟମ ମଧ୍ୟ କରାଯାଇଛି। ଆମ ସମାଜରେ ଅନେକ ଲୋକଙ୍କର...
ଅସୁବିଧାରେ ପଡ଼ି ଋଣ କରିଛନ୍ତି କି? ଜାଣନ୍ତୁ ଶୀଘ୍ର ମୁକ୍ତ ହେବେ କିପରି…
ବେଳେବେଳେ ଅସୁବିଧାରେ ପଡିଲେ, ମଣିଷ ଋଣ କରିବାକୁ ବାଧ୍ୟ ହୋଇଥାଏ। କିନ୍ତୁ ଏହାକୁ ଠିକ୍ ସମୟରେ ସୁଝିଦେଲେ ମନକୁ ଶାନ୍ତି ମିଳିଥାଏ ନଚେତ୍ ଏହା ବୋଝ ଭଳି ଲାଗିଥାଏ। ହେଲେ ଏମିତି ବି କିଛି ବାସ୍ତୁଟିପ୍ସ ରହିଛି, ଯାହାକୁ ମାନିଲେ...
ଦରିଦ୍ର କରିଦିଏ ଏହି ୬ ଅଭ୍ୟାସ, ଆପଣଙ୍କର ନାହିଁ ତ? ଜାଣନ୍ତୁ କ’ଣ କହିଛନ୍ତି…
ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ...
Holi 2025: ହୋଲି ଦିନ ରାଶି ଅନୁଯାୟୀ ଦାନ କରନ୍ତୁ ଏସବୁ ଜିନିଷ, ଜୀବନରୁ ଦୂର ହୋଇଯିବ ସମସ୍ତ ବାଧା!
ହିନ୍ଦୁ ଧର୍ମାନୁଯାୟୀ ପ୍ରତିବର୍ଷ ଫାଲଗୁନ ପୂର୍ଣ୍ଣିମା ଦିନ ହୋଲି ପର୍ବ ବହୁତ ଉତ୍ସାହର ସହିତ ପାଳନ କରାଯାଏ। ହୋଲି ପର୍ବ ଶତ୍ରୁକୁ ମଧ୍ୟ ବନ୍ଧୁରେ ପରିଣତ କରେ। ହୋଲି ଦିନ ଲୋକମାନେ ପରସ୍ପର ଉପରେ ରଙ୍ଗ ଲଗାନ୍ତି ଏବଂ ପରସ୍ପରକୁ...
ଆକବରଙ୍କ କାରାଗାରରେ ହନୁମାନ ଚାଳିଶା ଲେଖିଥିଲେ ତୁଳସୀଦାସ, ପଢ଼ନ୍ତୁ ରୋଚକ କାହାଣୀ
‘ଶ୍ରୀ ରାମଚରିତମାନସ’ ଭଳି ଅନେକ ମହାନ ଗ୍ରନ୍ଥ ଲେଖିଥିବା ତୁଳସୀଦାସଙ୍କୁ କିଏ ବା ନଜାଣେ। ଶ୍ରାବଣ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥିରେ ଚିତ୍ରକୁଟର ରାଜାପୁର ଗ୍ରାମରେ ତାଙ୍କର ଜନ୍ମ ହୋଇଥିଲା। ଏହି ଅନୁସାରେ ବୁଧବାର ସାରା ଦେଶରେ ତାଙ୍କର...
ଭାବନା ବି ରୋଗର କାରଣ: ଫୁସ୍ଫୁସ୍କୁ ଦୁର୍ବଳ କରିଦିଏ ଦୁଃଖ, ଡର କିଡ୍ନୀକୁ କ୍ଷତି…
ମଣିଷ ତା’ ଜୀବନରେ ବିଭିନ୍ନ ପରିସ୍ଥିତି ଦେଇ ଗତି କରିଥାଏ। କେତେବେଳେ ତାକୁ ଦୁଃଖ ଭୋଗିବାକୁ ହୋଇଥାଏ ତ ପୁଣି କେତେବେଳେ ସୁଖ। ସେହିପରି ଆଉ କେତେବେଳେ କାହା ଉପରେ ରାଗିବା ପାଇଁ ମନରେ ତା’ର କ୍ରୋଧ ମଧ୍ୟ ଆସିଥାଏ।...
ବାଥରୁମ୍ରେ ରଖନ୍ତୁ ଏହି ରଙ୍ଗର ବାଲ୍ଟି; ଘରେ ବୃଦ୍ଧି ପାଇବ ସୁଖ ସମୃଦ୍ଧି…
ଆମ ଜୀବନରେ ବାସ୍ତୁ ଶାସ୍ତ୍ରର ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପଡ଼ିଥାଏ। ଏଥିରେ ଦିଗ ଏବଂ ରଙ୍ଗର ପ୍ରମୁଖ ଭୂମିକା ରହିଛି। ସଠିକ ରଙ୍ଗ ଚୟନ କରିବା ଦ୍ୱାରା ବ୍ୟକ୍ତିର ଜୀବନରେ ଅନେକ ପ୍ରକାରର ଅସୁବିଧାରୁ ମୁକ୍ତି ମିଳିଥାଏ। ଏଥିସହ ବାସ୍ତୁ ଦୋଷ...
ମହିଳାଙ୍କ ଭିତରେ ଏହି ୪ ଦୁର୍ଗୁଣ ଥିଲେ ପରିବାର ହୁଏ ଛାରଖାର
ଆଚାର୍ଯ୍ୟ ଚାଣକ୍ୟଙ୍କ ଦ୍ୱାରା ଲିଖିତ ‘ନୀତି ଶାସ୍ତ୍ର’ର ଆଜିବି ଆଦର କରାଯାଏ। ମନୁଷ୍ୟ ଜୀବନରେ ତାଙ୍କ ବର୍ଣ୍ଣିତ ନୀତିର ଗୁରୁତ୍ୱ ଅଧିକ ରହିଛି। ଯଦି କେହି ବ୍ୟକ୍ତି ଚାଣକ୍ୟଙ୍କ ପରାମର୍ଶ ମୁତାବକ ଜୀବନରେ କାର୍ଯ୍ୟ କରନ୍ତି ତେବେ ସେ ବହୁତ...
ହାତରେ ଏଭଳି ରେଖା ଅଛି କି? ବିବାହରେ ବିଳମ୍ବ ନଚେତ ଥାଇପାରେ ଦୁଇଟି ବିବାହ ଯୋଗ; ଜାଣନ୍ତୁ…
ହସ୍ତରେଖା ଶାସ୍ତ୍ର ଅନୁରେ ହାତର ରେଖା ଆମର ଭବିଷ୍ୟତରେ ହେବାକୁ ଥିବା ଘଟଣା ବିଷୟରେ ପ୍ରାକ୍ ସୂଚନା ଦେଇଥାଏ। ହାତରେ ଭାଗ୍ୟ ରେଖା, ଜୀବନ ରେଖା, ହୃଦୟ ରେଖା ସହ ଆଉ ଏକ ବିବାହ ରେଖା ମଧ୍ୟ ଥାଏ। ଏହା...
Archives


