Tag Archives: Lifestyle

ଆପଣଙ୍କ ମକର ରାଶି କି? ଖୁସି ନେଇ ଆସୁଛି ନୂଆବର୍ଷ, ଚାକିରି-ବ୍ୟବସାୟରେ ମିଳିବ ଲାଭ; ପଢ଼ନ୍ତୁ ବାର୍ଷିକ ରାଶିଫଳ

ଆସୁଛି ନୂଆବର୍ଷ ୨୦୨୫। ଏହା ମକର ରାଶିର ଜାତକଧାରୀଙ୍କ ପାଇଁ ବେଶ ଭଲ ରହିବ। ବୃହସ୍ପତିଙ୍କ ପାଇଁ ଏହି ବର୍ଷ ଏମାନଙ୍କୁ ଖୁବ୍‌ ଲାଭ ମିଳିବ। ଆମଦାନୀ କ୍ଷେତ୍ରରେ ଲାଭାନ୍ବିତ ହେବେ। ବ୍ୟବସାୟ ଏବଂ କ୍ୟାରିୟରରେ ଲାଭ ମିଳିବ। ବିବାହିତ...

ବିବାହ କରିବାକୁ ଯାଉଛନ୍ତି କି? ଜୀବନସାଥୀଙ୍କ ବିଷୟରେ ଏହି ୫ କଥା ଜାଣିନିଅନ୍ତୁ , ନଚେତ…

ମହାନ ରାଜନେତା ତଥା କୂଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ବାଳକ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ଭାରତର ସମ୍ରାଟ କରିଥିଲେ। ତାଙ୍କର ନୀତି ମନୁଷ୍ୟ ଜୀବନକୁ ସରସ ସୁନ୍ଦର କରିବା ଲାଗି ମଧ୍ୟ ବହୁତ ସହାୟକ ହୋଇଥାଏ। ଚାଣକ୍ୟ ନୀତିରେ ଗୃହସ୍ଥ ଜୀବନର ଛୋଟରୁ...

ଖାଲି ପ୍ରେମ ନୁହେଁ, ପୁରୁଷସାଥୀଙ୍କ ଭିତରେ ଏସବୁ ଗୁଣକୁ ଖୋଜିଥାନ୍ତି ମହିଳା…

ଖାଲି ପ୍ରେମରେ କଥା ଚଳେନାହିଁ, ସମ୍ପର୍କକୁ ହୃଷ୍ଟପୃଷ୍ଟ କରିବା ଲାଗି ଅନେକ ଜିନିଷ ଲୋଡା। ବିଶେଷକରି ମହିଳାମାନେ ନିଜ ସାଥୀଙ୍କଠାରୁ ପ୍ରେମ ବ୍ୟତିତ ଅନ୍ୟ ଗୁଣକୁ ଦେଖନ୍ତି ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଯେପରିକି: ନମ୍ରତା: ମହିଳାମାନେ ସାଥୀଙ୍କ ଭିତରେ...

ବର୍ଷ ୨୦୨୪ ଶେଷ ହେବା ପୂର୍ବରୁ କରି ନିଅନ୍ତୁ ଏହି କାମ: ୨୦୨୫ରେ ଚମକିବ ଭାଗ୍ୟ, ବର୍ଷ ସାରା ରହିବନି ଟଙ୍କାର ଅଭାବ

ନୂଆ ବର୍ଷ ନିଜ ସହ କିଛି ନୂଆ ଆଶା ନେଇ ଆସିଥାଏ। ଆଉ ଦିନ କେଇଟାରେ ୨୦୨୪ ବିଦାୟ ନେବ। ଏମିତିରେ ସମସ୍ତେ ଚାହାନ୍ତି ନୂଆ ବର୍ଷ ତାଙ୍କ ପାଇଁ ଖୁସିର ପୁଟୁଳି ନେଇ ଆସୁ। ତେବେ ଜ୍ୟୋତିଷ ଶାସ୍ତ୍ରରେ...

ବଜାରକୁ ଆସିଲାଣି ନକଲି ‘ଆଲମଣ୍ଡ’, କିଭଳି ସହଜ ଉପାୟରେ ଚିହ୍ନିବେ ଜାଣନ୍ତୁ?  

‘ଆଲମଣ୍ଡ’ ଫାଇବର, ପ୍ରୋଟିନ୍‌, ଆଇରନ୍‌, ମ୍ୟାଗ୍ନେସିୟମ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପୋଷକ ତତ୍ତ୍ୱ ମିଳିଥାଏ। ନିୟମିତ ଏହାର ସେବନ କରିବା ଦ୍ୱାରା ସ୍ମରଣଶକ୍ତି ବୃଦ୍ଧି ପାଇଥାଏ। ଏହା ଡାଇବେଟିସ୍‌,ତ୍ୱଚାରୁ ନେଇ ହାଡ଼ ଶକ୍ତ କରିଥାଏ। ହେଲେ ଏବେ ବଜାରରେ ନକଲି...

ଏହି ୫ ଗୁଣ ସ୍ତ୍ରୀଙ୍କ ପାଖରେ ଥିଲେ ଭାଗ୍ୟବାନ ହୋଇଥାନ୍ତି ସ୍ବାମୀ; ଜାଣନ୍ତୁ କ’ଣ କୁହନ୍ତି…

ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ ଅନେକ ସମସ୍ୟା ଦୂର ହୋଇପାରେ। ଚାଣକ୍ୟ ନିଜର ଏକ ନୀତିରେ ସ୍ତ୍ରୀମାନଙ୍କର ୫ଟି...

ଅସୁବିଧାରେ ପଡ଼ି ଋଣ କରିଛନ୍ତି କି? ଜାଣନ୍ତୁ ଶୀଘ୍ର ମୁକ୍ତ ହେବେ କିପରି…

ବେଳେବେଳେ ଅସୁବିଧାରେ ପଡିଲେ, ମଣିଷ ଋଣ କରିବାକୁ ବାଧ୍ୟ ହୋଇଥାଏ। କିନ୍ତୁ ଏହାକୁ ଠିକ୍‌ ସମୟରେ ସୁଝିଦେଲେ ମନକୁ ଶାନ୍ତି ମିଳିଥାଏ ନଚେତ୍‌ ଏହା ବୋଝ ଭଳି ଲାଗିଥାଏ। ହେଲେ ଏମିତି ବି କିଛି ବାସ୍ତୁଟିପ୍ସ ରହିଛି, ଯାହାକୁ ମାନିଲେ...

ଏହି ୪ ଗୁଣ ମହିଳାଙ୍କ ଭିତରେ ଥିଲେ ଭାଗ୍ୟବାନ ହୁଅନ୍ତି ସ୍ବାମୀ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ମାଧ୍ୟମରେ ଚନ୍ଦ୍ରଗୁପ୍ତଙ୍କୁ ଅଖଣ୍ଡ ଭାରତର ସମ୍ରାଟ କରିଥିଲେ। ଯଦି ଜଣେ ବ୍ୟକ୍ତି ତାଙ୍କର ନୀତିକୁ ଅନୁସରଣ କରନ୍ତି ତେବେ ସେ ସୁଖରେ ଜୀବନ ଅତିବାହିତ କରିପାରିବେ। ସେଭଳି ଏକ ନୀତିରେ ଚାଣକ୍ୟ ମହିଳାମାନଙ୍କର ଗୁଣ...

ସୁଖ-ସମୃଦ୍ଧି ସହ ଏସବୁ ସମସ୍ୟାରୁ ମୁକ୍ତି ଦିଏ ଲୁଣ, ଜାଣନ୍ତୁ କ’ଣ କୁହେ ବାସ୍ତୁ…

ଲୁଣକୁ କେବଳ ଖାଦ୍ୟରେ ବ୍ୟବହାର କରାଯାଏ ତାହା ନୁହେଁ, ସୁଖ-ସମୃଦ୍ଧି ବୃଦ୍ଧି ହେଉ ଅବା ଶରୀରର ଥକାପଣକୁ ଦୂର କରିବାରେ ବି ଏହାର ଥାଏ ଅନେକ ଭୂମିକା। ଯେମିତିକି: ଲୁଣ ପାଣିରେ ଘର ପୋଛିଲେ ନକରାତ୍ମକ ଊର୍ଜ୍ଜା ନଷ୍ଟ ହୋଇ...

ଆକ୍ୱାରିୟମ୍‌ ରଖୁଥିଲେ ଜାଣିରଖନ୍ତୁ ଏସବୁ ବାସ୍ତୁ ନିୟମ, ବଢ଼ିବ ଐଶ୍ୱର୍ଯ୍ୟ…

ଘରେ ଆକ୍ୱାରିୟମ୍‌ ରଖିଲେ ବହୁତ ଉନ୍ନତି ହୋଇଥାଏ ବୋଲି ବିଶ୍ୱାସ ରହିଛି। କିନ୍ତୁ ଏଥିପାଇଁ କିଛିଟା ବାସ୍ତୁ ନିୟମ ଜାଣିବା ବି ଜରୁରୀ… *ଆକ୍ୱାରିୟମ୍‌ରେ ସର୍ବଦା ୯ଟି ମାଛ ରଖିବା ଶୁଭ ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି। ତନ୍ମଧ୍ୟରୁ ୮ଟି...

ସମ୍ପତ୍ତି ବଢାଇବାକୁ ଚାହୁଁଛନ୍ତିକି? ଆପଣାନ୍ତୁ ଏଭଳି ବାସ୍ତୁ ଉପାୟ…

ଧନପ୍ରାପ୍ତିର ଇଚ୍ଛା ସମସ୍ତଙ୍କର ଥାଏ। ସେଥିପାଇଁ କିଏ କେତେ ପରିଶ୍ରମ ବି କରିଥାନ୍ତି। ହେଲେ ଏମିତି କେତୋଟି ସହଜ ବାସ୍ତୁ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ଧନସମ୍ପତ୍ତି ବଢିଥାଏ ବୋଲି ବିଶ୍ୱାସ କରାଯାଏ… * ଧନର ଦେବତା କୁବେର...

ଚାଣକ୍ୟ କହିଥିବା ଏହି ୫ କଥା ମନେ ରଖନ୍ତୁ, ଜୀବନରେ କେବେ ହେବେ ନାହିଁ ଦରିଦ୍ର, ରହିବ ମା’ ଲକ୍ଷ୍ମୀଙ୍କ କୃପା…

ମନୁଷ୍ୟ ଜୀବନରେ ଧନର ବିଶେଷ ମହତ୍ୱ ରହିଛି। କାରଣ ଏହାଦ୍ୱାରା ସମସ୍ତେ ନିଜର ଇଚ୍ଛା ଏବଂ ଆବଶ୍ୟକତାକୁ ପୂରଣ କରିଥାନ୍ତି। ଏହାକୁ ନେଇ ମହାନ ବିଦ୍ୱାନ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଗ୍ରନ୍ଥରେ କୁହାଯାଇଛି ଯେ, ଧନ ହିଁ ବ୍ୟକ୍ତିର ପ୍ରକୃତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri