ପାକିସ୍ତାନ ଠାରୁ ହାରିଲା ଭାରତ, ଫେଲ୍ ମାରିଲେ ଲିଜେଣ୍ଡ୍ ବାହିନୀ ନୂଆଦିଲ୍ଲୀ, ୭।୭: ଇଂଲଣ୍ଡରେ ଆୟୋଜିତ ବିଶ଼୍ବ ଚାମ୍ପିୟନ୍ସିପ୍ ଅଫ୍ ଲିଜେଣ୍ଡସ୍ ୨୦୨୪ ଟୁର୍ଣ୍ଣାମେଣ୍ଟ ଜାରି ରହିଛି । ଏହି ଟୁର୍ଣ୍ଣାମେଣ୍ଟର ୮ତମ ମ୍ୟାଚ୍ ପାକିସ୍ତାନ ଏବଂ ଭାରତ ମଧ୍ୟରେ ଖେଳାଯାଇଛି । ଏହି ମ୍ୟାଚ୍କୁ କ୍ରିକେଟ୍ ପ୍ରେମୀ ଅପେକ୍ଷା କରି...