ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଏସବୁ ଜିଲାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୮ା୬: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ନିକଟରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇଥିବାବେଳେ ଏବେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା...
ଏସବୁ ଜିଲାକୁ ଅପରାହ୍ନରେ କାଳବୈଶାଖୀ: ପ୍ରବଳ ଘଡ଼ଘଡ଼ି ବର୍ଷା ସହ ଘଣ୍ଟାପ୍ରତି ପବନର ବେଗ ରହିବ…
ଭୁବନେଶ୍ୱର,୬ା୬: ରାଜ୍ୟର ବିଭିନ୍ନ ଜିଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଶୁକ୍ରବାର ଅପରାହ୍ନ ସୁଦ୍ଧା କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଞ୍ଜାମ,...


