Tag Archives: lightining

ରାଜ୍ୟରେ ପୁଣି ବଢିବ ବର୍ଷା: ଏସବୁ ଜିଲାକୁ ବଜ୍ରପାତ ଭୟ…

ଭୁବନେଶ୍ୱର,୮ା୯: ରାଜ୍ୟରେ ପୁଣି ବଢିବ ବର୍ଷା। ଆଞ୍ଚଳିକ ପାଣିପାଗ ସୂଚନାନୁସାରେ, ସେପ୍ଟେମ୍ବର ୭ରୁ ୧୩ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଟ୍ରପ୍‌ ବର୍ତ୍ତମାନ ପୂର୍ବ- ଦକ୍ଷିଣପୂର୍ବ...

୧୮ ତାରିଖ ଯାଏ ଭିଜିବ ଓଡ଼ିଶା: ଆଜି ଏସବୁ ଜିଲାକୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି…

ଭୁବନେଶ୍ୱର,୧୪।୮: ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି...

ଆଜି ଏସବୁ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରି କହିଲା…

ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଲାଗିରହିଛି। ଗୁରୁବାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ...

୨୦ ତାରିଖ ପର୍ଯ୍ୟନ୍ତ ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୪ା୭: ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉତ୍ତର ମଧ୍ୟପ୍ରଦେଶର ମଧ୍ୟ ଭାଗ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ସହ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ...

ଆଜି ଏସବୁ ଜିଲାକୁ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୭ା୭: ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ସୋମବାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ କିଛି ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼...

ଘରକୁ ଫେରୁଥିବାବେଳେ ରାସ୍ତାରେ ହେଲା ବଜ୍ରପାତ, ଚାଲିଗଲା ୨ ଜୀବନ

ଝାରସୁଗୁଡ଼ା,୩ା୭(ଆଶିଷ ରଞ୍ଜନ ଦାଶ): ବଜ୍ରପାତରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବଞ୍ଜରୀ ଅଞ୍ଚଳର ଅଶୋକ ରୋହିଦାସ (୪୫) ଓ ଚୁଡ଼ାମଣି ରୋହିଦାସ(୨୯) ସକାଳ ସାଢ଼େ ଚାରିଟା ସମୟରେ କୁରେବଗାସ୍ଥିତ ପାଉଁଶ ପୋଖରୀକୁ...

ମାଛ ଧରିବା ସମୟରେ ୨ ଜଣଙ୍କ ଉପରେ ଅଜାଡ଼ି ହୋଇପଡ଼ିଲା ବିଜୁଳି, ଆଉ ତା’ ପରେ…

ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ୨ ଜଣ ବ୍ୟକ୍ତି ନିଜ ଜୀବନକୁ ବାଜି ଲଗାଇ ମାଛ ଧରୁଥିବାର ନଜର ଆସିଛନ୍ତି। ଭିଡିଓରେ ଦେଖାଯାଉଛି, ଝଡ଼ପବନ ଆସୁଛି। ମେଘର ପ୍ରବଳ ଗର୍ଜନ ଶୁଣାଯାଉଛି, କିନ୍ତୁ ଏହା...

ଆଜି ଏସବୁ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୮ା୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କିଛିଦିନ ହେବ ବର୍ଷା ଲାଗି ରହିଥିବାବେଳେ ଆଜି ଅର୍ଥାତ୍‌ ଶନିବାର ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଜିଲାଗୁଡ଼ିକ ହେଲା...

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ଏସବୁ ଜିଲାରେ ପ୍ରବଳ ବର୍ଷିବ, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦।୬: ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଯୋଗୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଶୁକ୍ରବାର ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ କେନ୍ଦୁଝରରେ...

ଆସନ୍ତାକାଲି ପର୍ଯ୍ୟନ୍ତ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା: ଏସବୁ ରାଜ୍ୟକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୮ା୬: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛିକିଛି ସ୍ଥାନରେ ବଜ୍ରପାତ ସହିତପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ଏହାର ସଂଲଗ୍ନ...

ଆସନ୍ତାକାଲି ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୫ା୬: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତାକାଲି...

ବର୍ଷା ହେବାରୁ ବରଗଛ ମୂଳେ ନେଇଥିଲେ ଆଶ୍ରୟ, ଖୁବ୍‌ ଜୋର୍‌ରେ ବଜ୍ରପାତ ହେବାରୁ…

ପାଇକମାଳ,୧୫ା୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଳକ ଛିନ୍ଦେଇକେଲା ପଞ୍ଚାୟତ ବାରପଲିଆରେ ବ୍ରଜପାତରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ବର୍ଷା ହେଉଥିବା ସମୟରେ ଗୋଟିଏ ବରଗଛ ମୂଳରେ ବଳଦେବ ମାଝୀ (୪୩),...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri