Tag Archives: lightining

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି। ସେମାନେ ଏକାଠି ଚାଲୁଥିବା ସମୟରେ ହଠାତ୍‌ ଖୁବ୍‌ ଜୋର୍‌ରେ ଏକ ବିଜୁଳି ମାରୁଛି।…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର ସମ୍ଭାବନା ନେଇ ପୂର୍ବାନୁମାନ ଜାରି କରାଯାଇଛି। ଏଥିସହ ଜିଲାର ବିଭିନ୍ନ ଅଞ୍ଚଳରେ ଲଗାତର…

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨) ବିଲରେ ଟଳି ପଡ଼ିଥିଲେ। ଗରଦପୁର ଗ୍ରାମ ଓଁ ଶାନ୍ତି ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପଛପାଖ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ ଜୀବନ ଚାଲିଯାଇଛି। ମୃତକ ଦୁଇଜଣ ହେଲେ ବାଲିପଡ଼ା ଗ୍ରାମର ସନ୍ତୋଷ ଦେହୁରୀ ଓ…

ଘରେ ଶୋଇଥିବାବେଳେ ମାଡ଼ି ଆସିଲା ବିପଦ: ଆକାଶରୁ ଖସିଲା ମୃତ୍ୟୁ, ଗୋଟିଏ ପରିବାରର…

ନୀଳଗିରି,୨୦ା୭(ପ୍ରଶାନ୍ତ କୁମାର ବିଶ୍ୱାଳ): ଘରେ ଶୋଇଥିବା ଅବସ୍ଥାରେ ରବିବାର ରାତିରେ ହଠାତ୍‌ ହେଲା ବଜ୍ରପାତ। ଏହି ବଜ୍ରପାତରେ ଗୋଟିଏ ପରିବାରର ୮ ଜଣଙ୍କ ମଧ୍ୟରୁ ୫ ଜଣ ଆହତ ଓ ୩ ଜଣ ଗୁରୁତର ହୋଇଥିବାବେଳେ ୩ଟି ଛେଳିର ମୃତ୍ୟୁ ମଧ୍ୟ…

କୋଳି ତୋଳିବାକୁ ଯାଇଥିଲେ ମା’-ଝିଅ, ହଠାତ୍‌ ବଦଳିଗଲା ପାଗ, ଘଟିଲା ବଡ଼ ଅଘଟଣ

ଉମରକୋଟ,୨୮ା୬(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକରୁ ଆସିଛି ଏକ ଦୁଃଖଦ ଖବର। କୋଳି ତୋଳିବାକୁ ଯାଇ ମା’-ଝିଅଙ୍କ ଜୀବନ ଚାଲିଯାଇଛି। ଏହି ଘଟଣା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି। ନବରଙ୍ଗପୁର ଜିଲା ରାଇଘର ବ୍ଲକ ମୁଣ୍ଡିବେଡ଼ା ପଞ୍ଚାୟତ ଅନ୍ତର୍ଗତ…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର ସନ୍ଧ୍ୟାରେ କେସିଙ୍ଗା ବ୍ଲକ ଅଞ୍ଚଳରେ ଘଡ଼ଘଡ଼ି ହେବା ସହ ପ୍ରଥମ ବର୍ଷା ହୋଇଥିଲା।…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ ହୋଇଛନ୍ତି। ନାବାଳକମାନେ କୁନାକାଡୁ ଗ୍ରାମର ଡ୍ରିଞ୍ଜୁ ମାଝୀ (୧୦), ମାଣ୍ଡି ମାଝୀ (୮),…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି ଜଟିଆ ଗୌଡ଼ ରକ୍ଷା ପାଇଯାଇଛନ୍ତି। ଜଟିଆ ଜଣେ ଗରିବ ଚାଷୀ ହୋଇଥିବା ବେଳେ…

ବିଲରେ କାମ କରୁଥିବାବେଳେ ହେଲା ବଜ୍ରପାତ, ଟଳିପଡ଼ିଲେ ଚାଷୀ

ଗଜପତି,୪ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ରମ୍ପା ପଞ୍ଚୟତ ଆମ୍ବାଜେରି ଗ୍ରାମରେ ବଜ୍ରପାତରେ ଜଣେ ଚାଷୀଙ୍କ ଜୀବନ ଯାଇଛି। ମୃତ ଚାଷୀ ଜଣକ ହେଲେ ନାରାୟଣ ଶବର। ନିଜ ଚାଷ ଜମିରେ କାମ କରୁଥିବା ବେଳେ ବୁଧବାର ହଠାତ୍‌ ଘଡଘଡି…

ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ଜିଲାକୁ ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ…

ଆଜି ଏସବୁ ଜିଲାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୧ା୫: ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ମଙ୍ଗଳବାର ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଲଘୁଚାପ ଘନୀଭୂତ ହୋଇ ବାତ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?