Tag Archives: lightining

ଆଜି ଏସବୁ ଜିଲାକୁ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୭ା୭: ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ସୋମବାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ କିଛି ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ…

ଘରକୁ ଫେରୁଥିବାବେଳେ ରାସ୍ତାରେ ହେଲା ବଜ୍ରପାତ, ଚାଲିଗଲା ୨ ଜୀବନ

ଝାରସୁଗୁଡ଼ା,୩ା୭(ଆଶିଷ ରଞ୍ଜନ ଦାଶ): ବଜ୍ରପାତରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବଞ୍ଜରୀ ଅଞ୍ଚଳର ଅଶୋକ ରୋହିଦାସ (୪୫) ଓ ଚୁଡ଼ାମଣି ରୋହିଦାସ(୨୯) ସକାଳ ସାଢ଼େ ଚାରିଟା ସମୟରେ କୁରେବଗାସ୍ଥିତ ପାଉଁଶ ପୋଖରୀକୁ ଯାଇଥିବା…

ମାଛ ଧରିବା ସମୟରେ ୨ ଜଣଙ୍କ ଉପରେ ଅଜାଡ଼ି ହୋଇପଡ଼ିଲା ବିଜୁଳି, ଆଉ ତା’ ପରେ…

ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ୨ ଜଣ ବ୍ୟକ୍ତି ନିଜ ଜୀବନକୁ ବାଜି ଲଗାଇ ମାଛ ଧରୁଥିବାର ନଜର ଆସିଛନ୍ତି। ଭିଡିଓରେ ଦେଖାଯାଉଛି, ଝଡ଼ପବନ ଆସୁଛି। ମେଘର ପ୍ରବଳ ଗର୍ଜନ ଶୁଣାଯାଉଛି, କିନ୍ତୁ ଏହା ସତ୍ତ୍ୱେ…

ଆଜି ଏସବୁ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୮ା୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କିଛିଦିନ ହେବ ବର୍ଷା ଲାଗି ରହିଥିବାବେଳେ ଆଜି ଅର୍ଥାତ୍‌ ଶନିବାର ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼,…

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ଏସବୁ ଜିଲାରେ ପ୍ରବଳ ବର୍ଷିବ, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦।୬: ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଯୋଗୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଶୁକ୍ରବାର ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ କେନ୍ଦୁଝରରେ ପ୍ରବଳ…

ଆସନ୍ତାକାଲି ପର୍ଯ୍ୟନ୍ତ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା: ଏସବୁ ରାଜ୍ୟକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୮ା୬: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛିକିଛି ସ୍ଥାନରେ ବଜ୍ରପାତ ସହିତପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ…

ଆସନ୍ତାକାଲି ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୫ା୬: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତାକାଲି ପାଇଁ…

ବର୍ଷା ହେବାରୁ ବରଗଛ ମୂଳେ ନେଇଥିଲେ ଆଶ୍ରୟ, ଖୁବ୍‌ ଜୋର୍‌ରେ ବଜ୍ରପାତ ହେବାରୁ…

ପାଇକମାଳ,୧୫ା୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଳକ ଛିନ୍ଦେଇକେଲା ପଞ୍ଚାୟତ ବାରପଲିଆରେ ବ୍ରଜପାତରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ବର୍ଷା ହେଉଥିବା ସମୟରେ ଗୋଟିଏ ବରଗଛ ମୂଳରେ ବଳଦେବ ମାଝୀ (୪୩), ଧନସିଂ…

ବଜ୍ରପାତରେ ପ୍ରାଣ ହରାଇଥିବା ଅମିତ ଗମାଙ୍ଗଙ୍କ ପରିବାରକୁ ଭେଟି ସହାୟତା ପ୍ରଦାନ କଲେ ବିଧାୟକ

ପାରଳାଖେମୁଣ୍ଡି,୪ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକଠାରେ ଗତ ୩୦ ତାରିଖରେ ବଜ୍ରପାତରେ ପ୍ରାଣ ହରାଇଥିବା ବଙ୍ଗୁରୁ ଗମାଙ୍ଗଙ୍କ ପୁଅ ଅମିତ ଗମାଙ୍ଗଙ୍କ ମୃତ୍ୟୁ ଘଟିବା ସହ ତାଙ୍କର ୪ଟି ଛେଳିର ମଧ୍ୟ ମୃତ୍ୟୁ ହୋଇଥିଲା। ବିଧାୟକ ଇଂ ରୂପେଶ ପାଣିଗ୍ରାହୀ…

ଆଜି ସନ୍ଧ୍ୟା ସୁଦ୍ଧା ଭୟଙ୍କର ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ଏହି ୧୪ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୬ା୫: ସୋମବାର ରାଜ୍ୟର ପ୍ରାୟ ୧୪ ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟାପ୍ରତି ୬୦ କିମି ରହିପାରେ। ତେଣୁ ଏନେଇ ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଯାଜପୁର, ମୟୂରଭଞ୍ଜ,…

ସାଇକେଲରେ ଯିବା ବେଳେ ଖୁବ୍‌ ଜୋର୍‌ରେ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

କୋଟପାଡ଼,୨୫ା୫(ରାଜକିଶୋର ରାଓ): କୋରାପୁଟ ଜିଲା କୋଟପାଡ଼ ବ୍ଲକ ଏସ.ବି ନୂଆଗାଁ ପଞ୍ଚୟତ ଅଞ୍ଚଳରେ କିଛିଦିନ ହେବ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି। ରବିବାର ସନ୍ଧ୍ୟାରେ ଏସବି ନୂଆଗାଁ ପଞ୍ଚୟତରେ ଘଡ଼ଘଡ଼ି ସହ ବିଜୁଳି ମାରିବାରୁ ପଞ୍ଚୟତର କୁମାହାଣ୍ଡି ଗ୍ରାମର…

ଆଜି ସନ୍ଧ୍ୟାରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଏହି ୧୧ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୬ା୫: ଶୁକ୍ରବାର ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ତେବେ ଏହି ୧୧ ଜିଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri