ବିଲକୁ ଖତ ନେଇ ଯାଇଥିଲେ ଚାଷୀ, ହଠାତ୍ ମାରିଲା ବିଜୁଳି-ଘଡ଼ଘଡ଼ି, ଆଉ ତା’ ପରେ… ଖଣ୍ଡପଡ଼ା,୩୦ା୪(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ରୟତି ଢୋଲମରା ଗ୍ରାମପଞ୍ଚାୟତ ଅଧୀନ ମଇଁଶିବିନ୍ଧା ଗ୍ରାମର ଜନୈକ ଗରିବ ଚାଷୀ ଭଗବାନ ନାୟକଙ୍କ ପୁତ୍ର ନାରାୟଣ (୪୯)ଙ୍କ ବଜ୍ରପାତରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ପରିବାର ଲୋକଙ୍କ ସୂଚନା ଅନୁଯାୟୀ,…