ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୩ ମୃତ ଭୁବନେଶ୍ୱର,୧୩ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ଖବର ମିଳିଛି। ସମ୍ବଲପୁର, ଯାଜପୁର ଓ ଭଦ୍ରକ ଜିଲାରେ ଏକ ଏକ ଦୁର୍ଘଟଣାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କ ଜୀବନ ହରାଇଥିବା ଜଣାପଡ଼ିଛି। ସମ୍ବଲପୁର ଜିଲାର କୁଚିଣ୍ଡା ଅଞ୍ଚଳରେ…