ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍ ହେଲା ବଜ୍ରପାତ, ଆଉ ତା’ ପରେ… ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମୃତ ନାବାଳକ ଜଣକ ହେଲେ ପ୍ରଶାନ୍ତ ମାଝୀ (୧୬) ଅଟେ। ସୂଚନାନୁସାରେ,…