Tag Archives: lingaraj temple

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର ପ୍ରଶାସନ ଏବଂ କମିଶନରେଟ ପୋଲିସର ପ୍ରସ୍ତୁତି ଶେଷ ହୋଇଛି। ଭୋର ପ୍ରାୟ ୩ଟାରୁ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ। ଲକ୍ଷାଧିକ ଲୋକଙ୍କ ସମାଗମକୁ ନଜର ରଖି ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ…

ଲିଙ୍ଗରାଜ ମନ୍ଦିରରେ ଅଘଟଣ: ବଜ୍ରପାତରେ ଜଳିଗଲା ପତାକା, ଯାଞ୍ଚ ପାଇଁ ପହଞ୍ଚିଲା ASI ଟିମ୍‌

ଭୁବନେଶ୍ୱର,୯ା୧୦: ବୁଧବାର ବଜ୍ରପାତରେ ଲିଙ୍ଗରାଜ ମନ୍ଦିର ପତାକା ପୋଡ଼ିଯିବା ପରେ ଗୁରୁବାର ASI ଟିମ୍‌ ପହଞ୍ଚି ଯାଞ୍ଚ କରୁଛି। ତେବେ ପୋଡ଼ି ଯାଇଥିବା ପତାକାକୁ କାଢ଼ି ନୂଆ ପତାକା ଲଗାଯାଇଛି। ବୁଧବାର ଭୁବନେଶ୍ୱରରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ହୋଇଥିଲା । …

ନିଜେ ଝାଡୁ ମାରି ସ୍ବଚ୍ଛତାର ସହ କାର୍ଯ୍ୟ କରିବାକୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୯: ସ୍ବଚ୍ଛତା ହିଁ ସେବା ୨୦୨୫ ଅଭିଯାନ ଏବଂ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ ଅବସରରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ଆୟୋଜିତ ଗଣସଫେଇ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ,…

ବଦଳିବ ଲିଙ୍ଗରାଜଙ୍କ ନୀତିକାନ୍ତିି, ସେପ୍ଟେମ୍ବର ୭ରେ ହେବ…

ପୁରୁଣା ଭୁବନେଶ୍ୱର,୨୯।୮(ସୁବାସ ଚନ୍ଦ୍ର ପ୍ରଧାନ): ସେପ୍ଟେମ୍ବର ୭ରେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ହେବ। ଏହି ଅବସରରେ ଶ୍ରୀଲିଙ୍ଗରାଜଙ୍କ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ କରାଯିବ। ପ୍ରାତଃରୁ ଦୈନିକ ନୀତିକାନ୍ତି, ମଙ୍ଗଳ ଆଳତି, ଅବକାଶ, ଦର୍ଶନ ଆଦି ନୀତି ଯଥାବିଧି ଅନୁଷ୍ଠିତ ହେବ। ଅପରାହ୍ନ ୧୨ଟା…

ଲିଙ୍ଗରାଜ ମନ୍ଦିରରେ ଅଘଟଣ: ମହାଦୀପ ଉଠିବା ବେଳେ ଖସିପଡ଼ିଲେ ସେବାୟତ

ଭୁବନେଶ୍ୱର,୨୬।୨: ମହାଶିବରାତ୍ରି ପାଇଁ ଲିଙ୍ଗରାଜ ପୀଠ ଚଳଚଞ୍ଚଳ ଥିବା ବେଳେ ମହାଦୀପ ଉଠିବା ସମୟରେ ଘଟିଛି ଅଘଟଣ। ମନ୍ଦିର ଚୂଡ଼ାକୁ ଚଢୁଥିବା ବେଳେ ସେବାୟତ ଖସିପଡିଥିବା ସୂଚନା ମିଳିଛି। ଖସିପଡ଼ି ସେବାୟତ ଆହତ ହୋଇଛନ୍ତି।

ଉଠିଲା ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ, ଦିବ୍ୟ ଦର୍ଶନ କଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର,୨୬ା୨: ଆଜି ପବିତ୍ର ମହାଶିବରାତ୍ରି। ଏହି ଅବସରରେ ଶ୍ରଦ୍ଧାଳୁମାନେ ପ୍ରଭୁ ଲିଙ୍ଗରାଜଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ଶ୍ରଦ୍ଧାଳୁଙ୍କ ଅପେକ୍ଷାର ଅନ୍ତ ଘଟିଛି। ଶେଷରେ ଉଠିଛି ମହାଦୀପ।  ରାତି ୧୦ଟାରେ ଲିଙ୍ଗରାଜ ମହାପ୍ରଭୁଙ୍କ ମହାଦୀପ ଉଠିବ ବୋଲି ସମୟ ନିର୍ଦ୍ଧାରିତ ହୋଇଥିଲେ ହେଁ ସାମାନ୍ୟ…

ମହାଶିବରାତ୍ରି ପାଇଁ ଲିଙ୍ଗରାଜରେ ପ୍ରବଳ ଭିଡ଼, ଦଳାଚକଟାରେ ୨ ମହିଳା ଭକ୍ତ ଆହତ

ଭୁବନେଶ୍ୱର,୨୬।୨: ଆଜି ଜାଗର। ମହାଶିବରାତ୍ରି ପାଇଁ ଚଳଚଞ୍ଚଳ ଶୈବପୀଠ। ଓମ ନମଃ ଶିବାୟ ମନ୍ତ୍ରରେ ଗୁଞ୍ଜରିତ ହେଉଛି ରାଜ୍ୟର ବିଭିନ୍ନ ଶିବାଳୟ। ସବୁଠି ଶୁଭୁଛି ଶିବ ପଞ୍ଚାକ୍ଷରୀ। ପବିତ୍ର ମହା ଶିବରାତ୍ରି ପାଇଁ ଉତ୍ସବ ମୁଖର ଲିଙ୍ଗରାଜ ମନ୍ଦିର। ଶ୍ରୀଲିଙ୍ଗରାଜଙ୍କ ପୀଠରେ…

ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ନେଇ ରାଗିଗଲେ ଆଇନମନ୍ତ୍ରୀ, କହିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୫ା୧: ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରବଳ ରାଗି ଯାଇଛନ୍ତି। ମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ବୁଧବାର ବୈଠକ ବସିବ। ଏଥିରେ ନିଶ୍ଚିତ ନିର୍ଯାସ ବାହାରିବ। ୩ ଦିନ ହେଲା ଠାକୁରଙ୍କ ନୀତିକାନ୍ତି ବନ୍ଦ…

ଲିଙ୍ଗରାଜ ମନ୍ଦିରରେ ଭିଡିଓ କରି ବିବାଦରେ ଶିଳ୍ପା ସେଟ୍ଟୀ

ଭୁବନେଶ୍ୱର,୨୯।୧୦(ବନ୍ଦନା ସେଠୀ): ଶ୍ରୀଲିଙ୍ଗରାଜ ମନ୍ଦିର ଭିତରେ ଫଟୋ ଉଠାଇ ବିବାଦରେ ଫସିଛନ୍ତି ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ସୋମବାର ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଭୁବନେଶ୍ୱର ଆସିଥିବା ଶିଳ୍ପା ଲିଙ୍ଗରାଜ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିଲେ। ତେବେ ସେ ମନ୍ଦିର ଭିତରେ ଫଟୋ…

ଲିଙ୍ଗରାଜ ପୀଠରେ ବିଦେଶିନୀଙ୍କୁ ଅସଦାଚରଣ ମାମଲାରେ ତ୍ୱରିତ ନ୍ୟାୟ

ଭୁବନେଶ୍ୱର,୧୮।୩: ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ଜଣେ ବିଦେଶିନୀଙ୍କୁ ଅସଦାଚରଣ ମାମଲାରେ ମାତ୍ର ୨୮ ଦିନରେ ଦୋଷୀ କୁଣ୍ଡୁ ମହାପାତ୍ରକୁ ସଜା ଦେଇଛନ୍ତି କୋର୍ଟ। ଅଭିଯୋଗର ମାତ୍ର ୪ ଦିନ ଭିତରେ ଚାର୍ଜସିଟ୍‌ ଦାଖଲ ହୋଇଥିଲା ବେଳେ ମାତ୍ର ୨୮ ଦିନରେ JMFC…

ଆଜି ଜାଗର: ଚଳଚଞ୍ଚଳ ଏକାମ୍ରକ୍ଷେତ୍ର

ଭୁବନେଶ୍ୱର,୮।୩(ଶର୍ମିଷ୍ଠା ପାଣିଗ୍ରାହୀ): ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ରାଜଧାନୀର ସମସ୍ତ ଶୈବପୀଠ। ଶିବଙ୍କ ମନ୍ତ୍ରଧ୍ୱନିରେ ଶୁକ୍ରବାର ଏକାମ୍ରକ୍ଷେତ୍ର କମ୍ପି ଉଠିବ। ପ୍ରଭୁ ଶ୍ରୀଲିଙ୍ଗରାଜଙ୍କଠୁ ନେଇ କପିଳେଶ୍ୱର, ମେଘେଶ୍ୱର, ମୁକ୍ତେଶ୍ୱର, କେଦାରଗୌରୀ, ବ୍ରହ୍ମେଶ୍ୱର, ଭାସ୍କରେଶ୍ୱର ଭଳି ଅନେକ ଶୈବପୀଠରେ ଶିବଙ୍କ ଆରାଧାନରେ ମଗ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri